ପରିବର୍ତନଶୀଳ ପରିବେଶ ସହ ହୋଟେଲ ଶିଳ୍ପ ଖାପ ଖୁଆଇବା ଜରୁରୀ

ଭୁବନେଶ୍ୱର : ବିଶ୍ୱରେ ଦ୍ରୁତଗତିରେ ଶିକ୍ଷା ବ୍ୟବସ୍ଥାରେ ପରିବର୍ତନ ହେଉଥିବା ବେଳେ ବର୍ତମାନ ପରିସ୍ଥିତିରେ ଶିକ୍ଷା ଗ୍ରହଣ ପ୍ରକ୍ରିୟାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ହୋଟେଲ୍ ଶିଳ୍ପରେ କିଭଳି ପଦକ୍ଷେପ ନିଆଯିବା ଦରକାର ସେ…
Read More...

ୟୁପିଏସ୍‌ସିରେ ସଫଳ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ୨୦୧୯ ବର୍ଷ କେନ୍ଦ୍ର ଲୋକସେବା ଆୟୋଗ(ୟୁପିଏସସି)ର ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
Read More...

ୟୁପିଏସସି ରେ ସଫଳ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୨୦୧୯ର ୟୁପିଏସସି ରେଜଲ୍ଟ ପ୍ରକାଶ ପାଇଛି । ଟପ ୧୦ ଲିଷ୍ଟରେ ଥିବା ଓଡ଼ିଶାର ୨ଜଣ ଓ ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ୱଳ…
Read More...

ଭିମସାରର ୯ ଜଣ ଡାକ୍ତର, ୨ ଆଟେଣ୍ଡାଣ୍ଟ ଓ ଜଣେ ନର୍ସ କରୋନା ପଜିଟିଭ୍

ସମ୍ବଲପୁର: ଦୁଇ ଦିନ କାଳ ସମ୍ବଲପୁର ଜିଲ୍ଲା ବୁର୍ଲାସ୍ଥିତ ଭିମସାର ମେଡିସିନ ବିଭାଗର ଏଚଡିୟୁରେ ଭର୍ତ୍ତି ହୋଇଥିବା ବରଗଡ଼ ଜିଲ୍ଲା ଅତାବିରାର ଜଣେ ରୋଗୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସେହିଦିନ ୩୯ ଜଣ ଡାକ୍ତର, ନର୍ସ…
Read More...

କ୍ରାନ୍ତି ଦିବସ ରୁ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ସପ୍ତାହବ୍ୟାପୀ ରକ୍ତଦାନ କାର୍ଯ୍ୟକ୍ରମ

ଭୁବନେଶ୍ୱର: "ଓଡିଶା ମୋ ପରିବାର-ଜୀବନ ବିନ୍ଦୁ"ର ଏକ ସ୍ୱତନ୍ତ୍ର ଅଭିଯାନ ଆଗାମୀ ଅଗଷ୍ଟ  ୯ ତାରିଖ (କ୍ରାନ୍ତି ଦିବସ)ରୁ ଅଗଷ୍ଠ ୧୫ ତାରିଖ (ସ୍ବାଧୀନତା ଦିବସ) ପର୍ଯ୍ୟନ୍ତ କରାଯିବ | ବର୍ତ୍ତମାନ କରୋନା ମହାମାରୀର ଜଟିଳମୟ…
Read More...

ଚଳିତ ମାସରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ଚଳିତ ମାସରେ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ରେଜଲ୍ଟ…
Read More...

ପ୍ରକାଶ ପାଇଲା ୟୁପିଏସ୍‌ସି ପରୀକ୍ଷା ଫଳ; ପ୍ରଦୀପ ସିଂହ ହେଲେ ଟପ୍ପର

ନୂଆଦିଲ୍ଲୀ: ପ୍ରକାଶ ପାଇଲା ୟୁନିଅନ ପବ୍ଲିକ ସର୍ଭିସ କମିଶନ ବା ୟୁପିଏସ୍‌ସି ପରୀକ୍ଷା ଫଳ। ପ୍ରଦୀପ ସିଂହ ହେଲେ ଆଇଏଏସ୍ ଟପ୍ପର। ଚଳିତ ବର୍ଷ ମୋଟ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଥମ ୧୦ଜଣଙ୍କ ମଧ୍ୟରେ…
Read More...

ସୁଶାନ୍ତ ମୃତ୍ୟୁ ମାମଲା: ସିବିଆଇ ଯାଞ୍ଚ ପାଇଁ ସୁପାରିଶ କଲେ ବିହାର ସରକାର

ପାଟନା: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ଆସିଛି ନୂଆମୋଡ଼। ଘଟଣାର ସିବିଆଇ ତଦନ୍ତ ପାଇଁ ସୁପାରିସ୍ କରିଛନ୍ତି ବିହାର ସରକାର।ସୁଶାନ୍ତ ସିଂହ ରାଜପୁତଙ୍କ ବାପା କେ.କେ ସିଂହ ଆଜି ବିହାର…
Read More...

ଆଜିଠୁ ଆରମ୍ଭ ହେଲା ଅନଲାଇନ ତାଲିମ୍

ଭୁବନେଶ୍ୱର: ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ନେଇ ଆଜିଠୁ ଆରମ୍ଭ ହେଲା ଅନଲାଇନ ତାଲିମ୍। ଏହି ଅନଲାଇନ କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣ…
Read More...