ରାଜ୍ୟରେ ପ୍ରଶାସନିକ ସ୍ତରରେ କେତେକ ଅଦଳ ବଦଳ

ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ସ୍ତରରେ କେତେକ ଅଦଳ ବଦଳ ହୋ୍ଇଥିବା ଜଣାଯାଇଛି । ଓଡ଼ିଶା ସରକାର ଆଜି ଉଭୟ ଆଇଏଏସ୍ ଏବଂ ଓଏଏସ୍ ସ୍ତରରେ ଏକ ଅଦଳ ବଦଳ କରିଛନ୍ତି। ଏଥିରେ ଛଅଜଣ ଆଇଏଏସ୍ ଏବଂ ଓଏଏସ୍ ଅଧିକାରୀଙ୍କ ବଦଳି…
Read More...

କରୋନାକୁ ନେଇ ସରକାରଙ୍କୁ ଟାର୍ଗେଟ କରିବା ସହ ଏଭଳି କହିଲେ ପିସିସି ସଭାପତି

ଭୁବନେଶ୍ୱର:  ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣକୁ ନେଇ ସରକାରଙ୍କୁ ଟାର୍ଗେଟ କରି ଆଜିର ପ୍ରେସ ବାର୍ତ୍ତାରେ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ କେତେକ ତଥ୍ୟ ପ୍ରଦାନ କରିଛନ୍ତି  ।୧. ସଂକ୍ରମିତ ଓ…
Read More...

କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ ଙ୍କୁ କରୋନା

ଚେନ୍ନାଇ: କରୋନା ଆକ୍ରାନ୍ତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ପି.ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍। ତାଙ୍କ ମଧ୍ୟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ ନିଜର ପରୀକ୍ଷା…
Read More...

ଆଜି ରାଜ୍ୟରେ କରୋନାରେ ୧୦ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୩୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ …
Read More...

ଆଜି ରାଜ୍ୟରେ ୧୩୮୪ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୩୮୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୧୧ ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୮୭୩ ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୬ଟି ଜିଲ୍ଲାରୁ ଆଜି ଏହିସବୁ…
Read More...

ବାପା ହେଲେ ଆଫତାବ

ମୁମ୍ବାଇ: ବଲିଉଡ ଅଭିନେତା ଆଫତବ ଶିବଦାସାନୀଙ୍କ ପତ୍ନୀ ନିନ୍ ଦୁସାଞ୍ଜଙ୍କ ଏକ ଝିଅ ସନ୍ତାନ ଜନ୍ମ ଦେଇଛନ୍ତି । ଆଫତାବ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ଫଟୋ ସହିତ ପ୍ରଶଂସକମାନଙ୍କୁ ଏହି ଖୁସି ଖବର ଜଣାଇଛନ୍ତି ।…
Read More...

ସୁଶାନ୍ତ ସିଂ ହତ୍ୟା ମାମଲା; କ୍ୱାରେଣ୍ଟାଇନରେ ବିହାର ପୋଲିସ

ପାଟଣା: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବା ପାଇଁ ମୁମ୍ବାଇ ଯାଇଥିବା ଜଣେ ଆଇପିଏସ୍ ଅଫିସରଙ୍କୁ ଜୋର ଜବରଦସ୍ତି କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ ଟ୍ୱିଟ୍…
Read More...

ବାଲୁକା କଳାରେ ରାକ୍ଷୀ ପୂର୍ଣ୍ଣିମାର ଅଭିନନ୍ଦନ ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏହି ପବିତ୍ର ଦିନରେ ଭାଇ ହାତରେ ଭଉଣୀ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ସହ ସମାଜର ସୁରକ୍ଷା କାମନା କରିଥାଏ। ଏହି ଅଵସର ବିଶିଷ୍ଟ ବଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରତିବର୍ଷ…
Read More...

ଆଜି ରାକ୍ଷୀ ପୂର୍ଣ୍ଣିମା ଓ ବଳଭଦ୍ରଙ୍କ ଜନ୍ମୋତ୍ସବ

ପୁରୀ: ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଳଭଦ୍ର ଜନ୍ମ ନୀତି । ସର୍ବବୃହତ ରାକ୍ଷୀ ପିନ୍ଧିବେ ମହାପ୍ରଭୁ । ଗହ୍ମା ପୂର୍ଣ୍ଣମୀରେ ଭୋଗ ମଣ୍ଡପ ବଢିବା ପରେ ଶ୍ରୀଜୀଉମାନଙ୍କର ମଇଲମ ହୋଇ…
Read More...

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପାଙ୍କୁ କରୋନା

ବେଙ୍ଗାଲୁରୁ: କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ପରେ ବିଜେପିର ଆଉ ଜଣେ ବରିଷ୍ଠ ନେତା ତଥା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦ୍ୟୁରପ୍ପା ରବିବାର ବିଳମ୍ବିତ ରାତିରେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ନିଜେ…
Read More...