ଦେଶରେ ବଢ଼ୁଛି ସୁସ୍ଥ ହାର, କମୁଛି ମୃତ୍ୟୁ ହାର: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ପାଇଁ ଆସିଛି ଆଶ୍ୱସ୍ତିକର ଖବର । କୋଭିଡ-୧୯ରେ ଏଯାଏଁ ରେକର୍ଡ ସଂଖ୍ୟକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ ଦୁଇ ତୃତୀୟାଂଶ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଏନେଇ ଆଜି ଗ୍ରୁପ୍ ଅଫ୍…
Read More...

ପୁଣି ମୁହାଁମୁହିଁ ହେଲେ କେଜ୍ରିୱାଲ-ଉପରାଜ୍ୟପାଳ

ନୂଆଦିଲ୍ଲୀ: ପୁଣିଥରେ ଦିଲ୍ଲୀର କେଜ୍ରିୱାଲ ସରକାର ଓ ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। କରୋନା ପାଇଁ କେନ୍ଦ୍ର ସରକାର ଅନଲକ-୩ ଗାଇଡଲାଇନ ଜାରି କରିବା ପରେ ଦିଲ୍ଲୀ ସରକାର ମଧ୍ୟ ୨ଟି ବଡ଼…
Read More...

ଏଣିକି ରାଜ୍ୟରେ ଦୈନିକ କରୋନା ୨୦ହଜାର ପରୀକ୍ଷା କରାଯିବ

ଭୁବନେଶ୍ୱର: ରାଜ୍ୟରେ ଏଣିକି ଦୈନିକ କରୋନା ୨୦ହଜାର କୋଭିଡ୍-୧୯ ପରୀକ୍ଷା କରାଯିବ। ଏ ନେଇ ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲଏସ୍)ର  ନିର୍ଦେଶକ ଡା.ଅଜୟ ପରିଡ଼ା ସୂଚନା ଦେଇଛନ୍ତି।ତାଙ୍କର ସୂଚନା ଅନୁଯାୟୀ,…
Read More...

ମେହବୁବା ମୁଫତିଙ୍କ ବଢ଼ିଲା ଗୃହବନ୍ଦୀ ଅବଧି

ଶ୍ରୀନଗର: ଦୀର୍ଘ ଗୋଟିଏ ବର୍ଷ ହେଲା ପ୍ରଶାସନ ଦ୍ୱାରା ବନ୍ଦୀ ହୋଇ ରହିଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ଅଟକ ଅବଧିକୁ ଆଉ ୩ ମାସ ବୃଦ୍ଧି କରାଯାଇଛି। ଅଗଷ୍ଟ ୫ ତାରିଖରେ…
Read More...

ଟାଇମ୍‌ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ ସର୍ଭେରେ ଦେଶରେ ୨୩ତମ ସ୍ଥାନରେ ଆଇଟିଇଆର୍

ଭୁବନେଶ୍ୱର: ଶୁକ୍ରବାର ପ୍ରକାଶିତ ଟାଇମ୍ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ ସର୍ଭେ ୨୦୨୦ ଅନୁଯାୟୀ ଦେଶରେ ୨୩ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ଫ୍ୟାକଲ୍ଟି ଅଫ୍‌ ଇଞ୍ଜିନିୟରିଂ…
Read More...

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାକୁ କାର୍ଯ୍ୟକ୍ଷମ କରାଇବାରେ ରାଜ୍ୟସରକାର ବିଫଳ : ଦିଲୀପ ମହାନ୍ତି

ଭୁବନେଶ୍ୱର:ରାସ୍ତା ପାଶ୍ୱର୍ ଉଠା ଦୋକାନୀମାନଙ୍କୁ (ଷ୍ଟ୍ରିଟ୍ ଭେଣ୍ଡର)ବୀମା ଭୃକ୍ତ କରାଇ ପ୍ରିମିୟମ ରାଶି ରାଜ୍ୟସରକାର ଦେବା ପାଇଁ ବିଜେପି ପକ୍ଷରୁ ଚଳିତ ମାସ ୨୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଦାବୀ…
Read More...

ରାଉରକେଲା IGHରେ ପ୍ଲାଜମା ବ୍ୟାଙ୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଉରକେଲା IGHରେ ରାଜ୍ୟର ୩ୟ ପ୍ଲାଜମା ବ୍ୟାଙ୍କର ଉଦଘାଟନ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂରେ ଶୁଭାରମ୍ଭ କରିଚନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉଦଘାଟନ ସମାରୋହ ପାଇଁ…
Read More...

ଆଜି କଟକରୁ ୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରୁ ଆଜି ଆଉ ୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଓ ୭ଟି ଲୋକାଲ କେସ୍। ଏନେଇ କଟକ ମହାନଗର ନିଗମ (ସିଏମ୍‌ସି) ଟ୍ୱିଟ୍‌ କରିଛି।#COVID19…
Read More...

କୋରାପୁଟରେ ୨ଦିନ ପାଇଁ ସଟ୍‌ଟାଉନ ଘୋଷଣା

କୋରାପୁଟ: କୋରାପୁଟ ଜିଲ୍ଲାରେ କରୋନା ସଂକ୍ରମଣ ବଢି ଚାଲିଥିଲାବେଳେ ଏହାକୁ ମୁକାବିଲା କରିବା ପାଇଁ ପ୍ରଶାସନ ପକ୍ଷରୁ ଆଜିଠାରୁ ଦୁଇଦିନ ପାଇଁ ସମଗ୍ର ଜିଲ୍ଲାରେ ସଟଡାଉନ ଘୋଷଣା କରାଯାଇଛି। ଫଳରେ, ଶୁକ୍ରବାର ଓ ଶନିବାର…
Read More...