ବସ୍ତି ଅପେକ୍ଷା ଅଣବସ୍ତି ଅଚଂଳରେ ଅଧିକ ବ୍ୟକ୍ତି ସଂକ୍ରମିତ

ଭୁବନେଶ୍ୱର: ବସ୍ତି ତୁଳନାରେ ଅଣବସ୍ତି ଅଂଚଳରେ କରୋନା ଭାଇରସ ଅଧିକ କାୟା ବିସ୍ତାର କରିଛି । ଭୁବନେଶ୍ୱର ମହାନଗର ନିଗମ କମିସନର ପ୍ରେମଚନ୍ଦ୍ର ଚୌଧୁରୀ ଆଜି ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏହା…
Read More...

ରାଉରକେଲାରେ ଆରମ୍ଭ ହେଲା ଟେଲିମେଡିସିନ ସେବା

ରାଉରକେଲା : ଷ୍ଟିଲ ସିଟି ରାଉରକେଲାରେ ଆରମ୍ଭ ହୋଇଛି ଟେଲିମେଡିସିନ ସେବା । କରୋନା ସଂକ୍ରମଣ ଭୟରେ ପ୍ରଶାସନ ପକ୍ଷରୁ ସହରରେ କଟକଣା ଜାରି ହେଉଛି । ଏହି ସମୟରେ ରୋଗୀମାନେ ହସ୍ପିଟାଲକୁ ଆସିବା ପାଇଁ ଅସୁବିଧା ହେଉଛି । ତେବେ…
Read More...

ଆଉ ୨ ପୋଲିସ କର୍ମଚାରୀ ଦାନ କଲେ ପ୍ଲାଜମା

ଭୁବନେଶ୍ୱର: କରୋନା ଚିକିତ୍ସା ପାଇଁ ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ । ଗୁରୁତର ରୋଗୀଙ୍କ କ୍ଷେତ୍ରରେ ସଫଳତା ମିଳୁଛି । ଏପଟେ ପ୍ଲାଜମା ଦାନ ଭଳି ମହତ ଅଭିଯାନରେ ମିଳୁଛି ଯୋଗଦାନ । ଆଜି ଆଉ ଦୁଇ ଜଣ ପୋଲିସ…
Read More...

ଦିନକୁ ୧୪ ଶହ ଜଣଙ୍କର ନମୁନା ପରୀକ୍ଷା କରିବାକୁ ଲକ୍ଷ୍ୟ ରଖିଛି ବିଏମସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ଭାଇରସ ଦିନକୁ ଦିନ ଉଗ୍ର ରୂପ ନେଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ଏବେ ବିଏମସି ଦିନକୁ ୧୪ ଶହ ଜଣଙ୍କର ନମୁନା…
Read More...

କରୋନା ଯୋଦ୍ଧାଙ୍କ କରୁଣ କାହାଣୀ: ମୃତ୍ୟୁ ପରେ ପାଖ ମାଡିଲେନି ସମ୍ପର୍କୀୟ, ମୃତଦେହ ଉଠାଇଲେ ସାମ୍ବାଦିକ

ଗଂଜାମ: କରୋନା ମହାମାରୀ ସମୟରେ କରୋନା ଯୋଦ୍ଧାମାନେ ନିଜ ଜୀବନକୁ ବାଜି ଲଗାଇ କର୍ମ କ୍ଷେତ୍ରରେ କାମ କରୁଛନ୍ତି । କିନ୍ତୁ ସେହିମାନେ ଯଦି କରୋନାରେ ମୃତ୍ୟୁ ବରଣ କରନ୍ତି ତେବେ ତାଙ୍କ ପାଇଁ ନା ଆଗେଇ ଆସୁଛନ୍ତି ସମ୍ପର୍କୀୟ…
Read More...

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ୍

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଏପରିକି ଚଳିତ ଥର ପାଖାପାଖି ୫.୩୪ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।…
Read More...

ସାହିତ୍ୟିକା ତଥା ଔପନାସିକା ବୀଣାପାଣି ମହାନ୍ତିଙ୍କୁ ମିଳିଲା ‘ଅତିବଡି ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକା ତଥା ଔପନାସିକା ବୀଣାପାଣି ମହାନ୍ତିଙ୍କୁ ମିଳିଲା ସର୍ବୋଚ୍ଚ ସାରସ୍ୱତ ସମ୍ମାନ 'ଅତିବଡି ଜଗନ୍ନାଥ ଦାସ ପୁରସ୍କାର' ୨୦୧୯ । ଓଡିଶା ସାହିତ୍ୟ ଏକାଡେମୀର ୬୩ ତମ ସ୍ୱନ କ୍ଷେତ୍ର ଅବସରରେ…
Read More...

ଆଜି କଟକରୁ ୩୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରୁ ଆଉ ୩୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।#COVID19 update in Cuttack city (CMC…
Read More...

ଆଜି ଭୁବନେଶ୍ୱରରୁ ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୧୧୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ‌ହୋଇଛନ୍ତି। ଏଥି ମଧ୍ୟରୁ ୬୨ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ  ୪୯ଟି ସ୍ଥାନୀୟ ସଂକ୍ରମଣ ରହିଥିବା ନେଇ ଟୁଇଟ୍ କରି…
Read More...

ପୁରୀ ମେଡିକାଲରେ ପଶିଲା କରୋନା

ପୁରୀ: ପୁରୀ ମେଡିକାଲରେ ପଶିଲା କରୋନା। ପୁରୀ ଜିଲ୍ଲା ମୁଖ୍ୟଚିକିତ୍ସାଳୟ ଆଇସିୟୁରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଆଇସିୟୁ ଦାୟିତ୍ୱରେ ଥିବା ଡାକ୍ତର, କର୍ମଚାରୀ ଓ ସେଠାରେ ଚିକିତ୍ସିତ ହେଉଥିବା ସମସ୍ତ…
Read More...