ରାମ ମନ୍ଦିର ଭୂମିପୂଜା ମୁହୂର୍ତ୍ତକୁ ଅଶୁଭ କହିଲେ ଶଙ୍କରାଚାର୍ଯ୍ୟ

ଅଯୋଧ୍ୟା: ବହୁ ବର୍ଷ ପରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ତାରଖ ନିର୍ଦ୍ଧାରିତ ହୋଇଛି । ତେବେ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ଶିଳାଦ୍ୟାସ ତାରିଖକୁ ନେଇ ବିବାଦ ସୃଷ୍ଟି ହୋଇଛଇ । ଶଙ୍କରାଚାର୍ଯ୍ୟ…
Read More...

ପୁଣି ଭୁବନେଶ୍ୱରରୁ ୧୨୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୧୨୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ ହେଉଛନ୍ତି ଲୋକାଲ କେସ୍‌।Update on newly detected &…
Read More...

ଆଜି କଟକରୁ ୩୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକରୁ ଗୁରୁବାର ୩୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ କଟକ ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ୩୪ଜଣ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ୫ଜଣ ଇନ୍‌ଷ୍ଟିଚ୍ୟୁସ୍‌ନାଲ କ୍ୱାରେଣ୍ଟାଇନ୍‌…
Read More...

ମାସ୍କ ନ ପିନ୍ଧିଲେ ଲକ୍ଷେ ଟଙ୍କା ତଣ୍ଡ ଗଣିବେ, କେଉଁଠି ଜାଣନ୍ତୁ ?

ନୂଆଦିଲ୍ଲୀ: ସର୍ବସାଧାରଣ ସ୍ଥାନରେ ମାସ୍କ ନ ପିନ୍ଧିଲେ କଡ଼ା ଗଣ୍ଡା ଜରିମାନା ଗଣିବେ । ଶହେ କି ହଜାରେ ନୁହେଁ, ଏକାଥରରେ ପଡ଼ିବ ଲକ୍ଷେ ଟଙ୍କା ଫାଇନ୍ । ସେମିତି ହେଲେ ଲୋକ ସଚେତନ ହେବେ ଓ କୋଭିଡ୍ କଟକଣାକୁ ମାନିବେ ।…
Read More...

କରୋନା ମହାମାରୀ ସମୟରେ ସହଯୋଗର ହାତ ବଢ଼ାଇଛି ‘ରେଡ୍‍ ସ୍ୱସ୍ତିକ୍‍’

ଭୁବନେଶ୍ୱର: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‍ଡାଉନ୍‍ ଜାରି କରାଯାଇଛି । ଅଦୃଶ୍ୟ ଶକ୍ତି କରୋନାକୁ ପ୍ରତିହତ କରିବା ପାଇଁ ଆରମ୍ଭ ହୋଇଥିବା ଯୁଦ୍ଧରେ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୋଲିସ ,…
Read More...

ମଧ୍ୟପ୍ରଦେଶରେ ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଅରବିନ୍ଦ ଭଦୋରିଆଙ୍କୁ କରୋନା । ତାଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ତାଙ୍କୁ ଭୋପାଳ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…
Read More...

ପୁଣି ବ୍ରାଜିଲ ରାଷ୍ଟ୍ରପତିଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍

ବ୍ରସିଲିଆ: ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ କୋଭିଡ୍ ଟେଷ୍ଟ ପଜିଟିଭ୍ ପୁଣି ଆସିଛି ପଜିଟିଭ୍ । ଏନେଇ ରାଷ୍ଟ୍ରପତିଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଦୁଇ ସପ୍ତାହ ପାଇଁ ବୋଲସୋନାରୋ…
Read More...

କୋଭିଡ ଯୋଦ୍ଧାଙ୍କୁ ଅସମ୍ମାନ; ମୃତ ଡାକ୍ତରଙ୍କୁ ଗାଁ ମଶାଣି ମନା

ବାଲିଗୁଡ଼ା : ଯିଏ ବଞ୍ଚିଥିବା ପର୍ଯ୍ୟନ୍ତ ଅନ୍ୟ ଜୀବନ ବଞ୍ଚାଇବାକୁ ପଣ କରିଥିଲା, ସେ ଆଖି ବୁଜିବା ପରେ ଗାଁ ମଶାଣିରେ ମିଳିଲାନି ଜାଗା। କରୋନାରେ ମୃତ୍ୟୁ ହୋଇଥିବା ଆଶଙ୍କା କରି ଜଣେ ଡାକ୍ତରଙ୍କ ଶେଷ କୃତ୍ୟ ନିଜ ଗାଁ…
Read More...

ଆସିଲା ହ୍ୟାଣ୍ଡରାଇଟିଂ ବ୍ୟୁରୋ ରିପୋର୍ଟ, ଆଦିତ୍ୟ ଲେଖିଥିଲେ ସୁଇସାଇଡ ନୋଟ

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଜବତ ଡାଏରୀରେ ଥିବା ହାତଲେଖାକୁ ନେଇ ଲାଗି ରହିଥିବା ସସ୍ପେନ୍ସ ଆଜି ଦୂର ହୋଇଯାଇଛି। ହାତଲେଖାର ଫରେନସିକ୍…
Read More...

ସିଲାଟି ଗାଁରେ ଟ୍ରିପଲ ମର୍ଡର ଘଟଣା; ହତ୍ୟାର କାରଣ ଅସ୍ପଷ୍ଟ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ବିନିକା ଥାନା ଅଧୀନରେ ଥିବା ସିଲାଟି ଗ୍ରାମରେ ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗାଁର ବୁଲୁ ଭୋଇ (୬୫), ସ୍ତ୍ରୀ ବୈଦେହୀ ଭୋଇ (୫୫) ଏବଂ ପୁଅ ଶିବ…
Read More...