୩ ଦିନ ପାଇଁ ଶଟଡାଉନ ହେବ ବୀରମିତ୍ରପୁର

ରାଉରକେଲା:ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରକୁ ୩ ଦିନ ପାଇଁ ଶଟଡାଉନ ଘୋଷଣା କରାଯାଇଛି। ଏହି ଶଟଡାଉନ୍ ‌୧୭ ତାରିଖ ସକାଳ ୬ଟାରୁ ଆରମ୍ଭ ହୋଇ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ପାନପୋଷ ଉପଜିଲ୍ଲାପାଳ…
Read More...

ରାଜଧାନୀରୁ ୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରୁ ୯୦ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୭ କେସ୍‌ ଥିବା ବେଳେ ୬୩ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି। ଏମାନଙ୍କ ‘କରୋନା’ ରିପୋର୍ଟ ପଜିଟିଭ୍‌ ଆସିବା…
Read More...

କଟକରୁ ଚିହ୍ନଟ ହେଲେ ୪ କରୋନା ଆକ୍ରାନ୍ତ

କଟକ: କଟକ ସହରରେ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଇନଷ୍ଟିଚ୍ୟୁସନାଲ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ  ଜଣେ ହୋମ୍ କ୍ୱାରେଣ୍ଟିନ ଓ ଅନ୍ୟ ଜଣେ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ଏନେଇ ସିଏମ୍‌ସି…
Read More...

କରୋନା ଯୋଗୁଁ ଉପଜିଲ୍ଲାପାଳଙ୍କ ଜୀବନ ଗଲା

କୋଲକାତା : କରୋନା ସଂକ୍ରମଣରେ ପଶ୍ଚିମବଙ୍ଗ ହୁଗୁଳି ଜିଲ୍ଲା ଚନ୍ଦନନଗର ସବଡିଭିଜନର ଉପଜିଲ୍ଲାପାଳ ଦେବଦତ୍ତା ରାୟ (୩୮)ଙ୍କର ମୃତ୍ୟୁ ହୋଇଛି। ଦେବଦତ୍ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିବାବେଳେ ସେ ହୋମ୍ କ୍ୱାରେଣ୍ଟାଇନରେ…
Read More...

ଭୀମସାରରେ ୭ କରୋନା ଯୋଦ୍ଧାଙ୍କୁ କରୋନା

ସମ୍ବଲପୁର: ବୁର୍ଲା ଭୀମସାରରେ ୭ କରୋନା ଯୋଦ୍ଧାଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ହସ୍ପିଟାଲର ୩ ଡାକ୍ତର ଓ ୪ ନର୍ସ କରୋନା ସଂକ୍ରମିତ। ୭ କର୍ମଚାରୀ ପଜିଟିଭ ଜଣାପଡ଼ିବା ପରେ ହସ୍ପିଟାଲକୁ ସାନିଟାଇଜ୍  କରାଯାଇଥିବା…
Read More...

ଆଜି କରୋନା ନେଲା ୩ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଜି ୩ ଜଣଙ୍କର ମୃତ୍ୟୁ ହୋଇଛି ।  ମୃତକଙ୍କ ମଧ୍ୟରେ ୨ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି ।  ଏହି ତିନି ଜଣଙ୍କୁ ମିଶାଇ ରାଜ୍ୟରେ କରୋନାରେ…
Read More...

ଆଜି ରାଜ୍ୟରେ ୬୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୬୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୬୧୮ ଜଣଙ୍କ ମଧ୍ୟରୁ ୪୧୧ ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ ୨୦୭ ଟି ଲୋକାଲ କେସ ବୋଲି ଜଣାପଡିଛି । ଆଜି…
Read More...

ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଂଜୟ ଦାସବର୍ମାଙ୍କ ରାୟଗଡା ଗସ୍ତ ଓ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ସମୀକ୍ଷା

ରାୟଗଡ଼ା :  ଆଜି ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଂଜୟ ଦାସବର୍ମା ରାୟଗଡ ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ବିଭିନ୍ନ ଯୋଜନା ଉର ଆଲୋଚନା କରିଥିଲେ ।ମାନ୍ୟବର ଉପାଧ୍ୟକ୍ଷଙ୍କ ସହିତ ମାନ୍ୟବର ମନ୍ତ୍ରୀ ଅନୁସୂଚିତ…
Read More...

ପିଏମ କିଷାନ ଯୋଜନାର ଲାଭ ପାଇବାରୁ ଓଡିଶାର ଚାଷୀ ବଂଚିତ : ବିଜେପି କୃଷକ ମୋର୍ଚ୍ଚା

ଭୁବନେଶ୍ୱର: କୃଷକର ଆୟକୁ ୨୦୨୨ ମସିହା ସୁଦ୍ଧା ଦୁଇ ଗୁଣା କରିବା ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ବିଭିନ୍ନ କୃଷକ କଲ୍ୟାଣ ଯୋଜନାମାନ ଘୋଷଣା ଥିବାବେଳେ,…
Read More...

ସାମ୍ବାଦିକ ସମ୍ମଳିନୀରେ ବିଜେପି ମୁଖପାତ୍ର ମାସ୍କ ନପିନ୍ଧିବା ଏକ ବିଡମ୍ବନା: ବିଜେଡି

ଭୁବନେଶ୍ୱର: କୋଭିଡ ସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ କରିବା ସମୟରେ ବିଜେପି ମଖୁ ପାତ୍ର ନିଜେ ମାସ୍କ ପରିଧାନ ନକରିବା ହେଉଛି ଏକ ବିଡମ୍ବନା । ଏଭଳି ଆଚରଣ ଖୋଦ୍‍ କେନ୍ଦ୍ର ସରକାର ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ…
Read More...