ଆସନ୍ତାକାଲିଠାରୁ ଆରମ୍ଭ ହେବ ରାଜ୍ୟରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱର ସମ୍‌, କିମ୍ସ ଓ କଟକ ଅଶ୍ୱିନୀରେ ପ୍ଲାଜମା ଥେରାପି ଆରମ୍ଭ…
Read More...

ପୁଣି କଟକରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରେ ଆଜି ପୁଣି ୨୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭ଜଣଙ୍କ ମଧ୍ୟରୁ ୨୦ଜଣ ଇନ୍‌ଷ୍ଟିଚ୍ୟୁସନାଲ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ଜଣ ଘରୋଇ ସଙ୍ଗରୋଧ ଓ ତିନିଟି ସ୍ଥାନୀୟ…
Read More...

ରୋଗୀଙ୍କ ସୁବିଧା, କୋଭିଡ ଯୋଦ୍ଧାଙ୍କ ସୁରକ୍ଷା ଓ ଫୋକସ୍‌ ଜିଲ୍ଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ରୀେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ…
Read More...

କଂଗ୍ରେସ ସଭାପତି ପଦବୀ ସହିତ ଉପମୁଖ୍ୟମନ୍ତ୍ରୀ ପଦବୀରୁ ବିଦା ହୋଇଛନ୍ତି ସଚିନ ପାଇଲଟ

ଜୟପୁର: ରାଜସ୍ଥାନ ପ୍ରଦେଶ କଂଗ୍ରେସ ସଭାପତି ପଦବୀ ସହିତ ଉପମୁଖ୍ୟମନ୍ତ୍ରୀ ପଦବୀରୁ ବିଦା ହୋଇଛନ୍ତି କଂଗ୍ରେସ ନେତା ସଚିନ ପାଇଲଟ। ପାଇଲଟଙ୍କ ସହିତ ମନ୍ତ୍ରିମଣ୍ଡଳରେ ଥିବା ତାଙ୍କର ଦୁଇ ଅନୁଗତଙ୍କୁ ମଧ୍ୟ ଦଳ ବିଦା କରିଛି।…
Read More...

କୋଭିଡ୍ ହସ୍ପିଟାଲରୁ ଚମ୍ପଟ ମାରିଲେ ୨ କରୋନା ଆକ୍ରାନ୍ତ

ବ୍ରହ୍ମପୁର: ବ୍ରହ୍ମପୁର କୋଭିଡ୍  ହସ୍ପିଟାଲ ରୁ ୨ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଗିରଫ ହୋଇଥିବା ଏହି ଦୁଇ ଅଭିଯୁକ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।ସୂଚନାନୁସାରେ, ଏହି ୨…
Read More...

ନିଆଳି ବ୍ଲକର ୫ ପଞ୍ଚାୟତ ଶଟଡାଉନ୍

ନିଆଳି: କଟକ ଜିଲ୍ଲା ନିଆଳିରେ ୬ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ବ୍ଲକ୍‌ର ୫ ପଞ୍ଚାୟତକୁ ଶଟଡାଉନ୍ ଘୋଷଣା କରାଯାଇଛି । କରୋନା ସଂକ୍ରମଣ ଦୃଷ୍ଟିରୁ ୫ଟି ପଞ୍ଚାୟତ ଶଟଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ।ନିଆଳି,…
Read More...

ସୁନ୍ଦରଗଡ଼ରେ ୩୭ କରୋନା ଯୋଦ୍ଧାଙ୍କୁ କରୋନା

ସୁନ୍ଦରଗଡ଼: ରାଜ୍ୟରେ ଚିହ୍ନଟ ନୂଆ ୫୪୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୫୨  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ କରୋନା ଯୋଦ୍ଧା ଅଛନ୍ତି । ଉକ୍ତ ୩୭ କରୋନା ଯୋଦ୍ଧାଙ୍କ…
Read More...

ଜଣେ ଡାକ୍ତରଙ୍କଠାରେ କରୋନା ପଜିଟିଭ ଚିହ୍ନଟ

ଖୋର୍ଦ୍ଧା: ପୁଣି ଜଣେ କରୋନା ଯୋଦ୍ଧା କରୋନାରେ ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଡାକ୍ତରଙ୍କଠାରେ କରୋନା ଚିହ୍ନଟ ହେବା ପରେ OPDକୁ…
Read More...

ପୁଣି କରୋନାରେ ଗଲା ୪ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି।Regret to…
Read More...

ଆଜି ରାଜ୍ୟରେ ୫୪୩ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ପାର୍‌

ଭୁବନେଶ୍ୱର: ରାଜ୍ୟରେ ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୯ ଜଣ ଲୋକାଲ୍‌ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ ଚିହ୍ନଟ…
Read More...