ରାଜ୍ୟରେ ପୁଣି ୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଯୋଗୁ ଆଉ ୫ ଜଣ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ…
Read More...

୧୩ ଜିଲ୍ଲାବାସୀଙ୍କୁ ମାଲକାନଗିରି ଯିବା ଉପରେ ଲାଗିଲା କଟକଣା

ମାଲକାନିଗିରି: ବାହାର ଜିଲ୍ଲାରୁ ଆସୁଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ମାଲକାନଗିରି ଜିଲାରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ଉପରେ ରୋକ ଲଗାଇବାକୁ ଏଥର ନୂଆ ନିୟମ ଲାଗୁ କରିଛି…
Read More...

ଆଜି ରାଜ୍ୟରେ ୫୭୦ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଅତିକ୍ରମ କଲା

ଭୁବନେଶ୍ୱର: ରାଜ୍ୟରେ ୧୯ଟି ଜିଲ୍ଲାରୁ ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୮୬ଟି ଲୋକାଲ୍ କଣ୍ଟାକ୍ଟ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି…
Read More...

ଧସିଲା ମାଟି ଅତଡ଼ା; ୮ମୃତ

ଗୌହାଟି : ଅରୁଣାଚଳ ପ୍ରଦେଶର ପପୁମ୍ ପାରେ ଜିଲ୍ଲାରେ ମାଟି ଅତଡା ଧସି ଗୋଟିଏ ପରିବାରର ୪ ସଦସ୍ୟଙ୍କ ସହିତ ୮ଜଣ ପ୍ରାଣ ହରାଇଛନ୍ତି। ଶୁକ୍ରବାର ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ମାଟି ଅତଡା ଧସିବା ସହିତ…
Read More...

ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ

ଚାନ୍ଦବାଲି : ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ୍ ଅନ୍ତର୍ଗତ ମତୋ ବଜାରସ୍ଥିତ ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମତୋ ବଜାରସ୍ଥିତ ଭାଗ୍ୟଲକ୍ଷ୍ମୀ ଫ୍ୟାସନ୍ ନାମକ…
Read More...

ହକ୍ ନମିଳିବା ପର୍ଯ୍ୟନ୍ତ ଓବିସି ମୋର୍ଚ୍ଚା ଲଢେଇ ଜାରି ରଖିବା ଦରକାର :ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓବିସି ବର୍ଗକୁ ନିଜର ହକ୍ ନ ମିଳିବା ପର୍ଯ୍ୟନ୍ତ ଓବିସି ମୋର୍ଚ୍ଚା ଲଢେଇ ଜାରି ରଖିବା ଦରକାର ବୋଲି ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂର୍ତି ଉପଲକ୍ଷେ ରାଜ୍ୟ ଓବିସି ମୋର୍ଚ୍ଚା ତରଫରୁ ଆୟୋଜିତ…
Read More...

ଡା.ହରେକୃଷ୍ଣ ମହତାବଙ୍କ ବିଚାରଧାରା ଆଜି ମଧ୍ୟ ପ୍ରାସଙ୍ଗିକ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଗଡ଼ଜାତ ମିଶ୍ରଣରେ ଡା. ମହତାବଙ୍କ କୁଶଳ ନୀତି ଯୋଗୁଁ ବାଲଶ୍ୱର ଜିଲ୍ଲାର ନୀଳଗିରି ଓଡ଼ିଶାରେ ମିଶି ପାରିଥିଲା । ଡା. ମହତାବଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୀତି ଯୋଗୁଁ ଏକ ଜାତୀୟ ଆବଶ୍ୟକତାର ପ୍ରଥମ କାମ…
Read More...

ଆଜି ରାଜ୍ୟରେ ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବ‌ାଧିକ ସୁସ୍ଥ ହୋଇଛନ୍ତି। ଆଜି ରାଜ୍ୟରେ ୨୪ଟି ଜିଲ୍ଲାରୁ ସର୍ବାଧିକ ୫୬୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ…
Read More...