ରାଜ୍ୟରେ ଆଜି ସର୍ବାଧିକ ୭୫୫ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ସର୍ବାଧିକ ୭୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ…
Read More...

୩୧ ପର୍ଯ୍ୟନ୍ତ ରାଉରକେଲା ସହର ଶନିବାର ଓ ରବିବାର ସଟଡାଉନ୍

ରାଉରକେଲା: କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ସହରକୁ ସପ୍ତାହରେ ୨ ଦିନ ଅର୍ଥାତ୍‌ ଶନିବାର ଏବଂ ରବିବାର ସଟ୍‌ଡାଉନ୍‌ କରିବାକୁ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଘୋଷଣା କରିଛନ୍ତି। ଏହା ଆସନ୍ତାକାଲିଠୁ…
Read More...

ବ୍ରହ୍ମପୁରର ସବ୍‌-ଇନ୍ସପେକ୍ଟର ବି.ବି ସେଠୀଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବ୍ରହ୍ମପୁରର ଜଣେ ସବ୍‌-ଇନ୍ସପେକ୍ଟରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ନାଁ ବି.ବି ସେଠୀ। ସେ କୋରନାରେ ଆକ୍ରାନ୍ତ ହୋଇଥିଲେ। ତେବେ ସୁସ୍ଥ ହେବା ପରେ ସଙ୍ଗେ ସଙ୍ଗେ ଆସି…
Read More...

ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ନିହତ

କାନପୁର: ଯାହା ଆଶା କରାଯାଉଥିଲା ସେଇଆ ହିଁ ହେଲା। ପୁଲିସ୍‌ ଦ୍ୱାରା ଗତକାଲି ଗିରଫ ହୋଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ତା’ର ଅପରାଧ ସାମ୍ରାଜ୍ୟର ଗୁମର ଖୋଲିବା ପୂର୍ବରୁ ପୁଲିସ୍‌ ଗୁଳିରେ ପ୍ରାଣ ହରାଇଛି। ଗୁରୁବାର…
Read More...

ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ବିୟୋଗ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର: ‘ଶାରଳା’ ପୁରସ୍କାରପ୍ରାପ୍ତ ବିଶିଷ୍ଟ ଲେଖକ ମନୋଜ ପଣ୍ଡାଙ୍କର ଆଜି ହୃଦ୍‌ଘାତରେ ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ…
Read More...

କନଷ୍ଟେବଳ ସମେତ ୮ କଏଦୀଙ୍କୁ କରୋନା

କଟକ: କଟକରେ କମିଶନରେଟ୍ ପୁଲିସ୍ ର ଜଣେ‌ କନଷ୍ଟେବଳ କରୋନା ପଜିଟିଭ ଚିହ୍ନଟ ହେବା ପରେ ଚିନ୍ତା ବଢ଼ିଛି । କଟକ ମଙ୍ଗଳାବାଗ ଫାଣ୍ଡିର ଜଣେ କନଷ୍ଟେବଳ ପଜିଟିଭ ଚିହ୍ନଟ ହୋଇଥିବା ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା…
Read More...

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼…
Read More...

ୟୁଜିସି ପକ୍ଷରୁ ଜାରି କରାଯାଇଥିବା ପରିବର୍ତିତ ମାର୍ଗଦର୍ଶିକାର ପୁନର୍ବିଚାର କରିବାପାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ…

ଭୁବନେଶ୍ୱର: ତା.୦୬.୦୭.୨୦୨୦ରେ ୟୁଜିସି ପକ୍ଷରୁ ଜାରି କରାଯାଇଥିବା ପରିବର୍ତିତ ମାର୍ଗଦର୍ଶିକା ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗ କାର୍ଯ୍ୟାଳୟର ଅଫିସ୍ ମେମୋରାଣ୍ଡମ୍ ତା.୦୬.୦୭.୨୦୨୦ରେ ସମସ୍ତ ବିଶ୍ୱ ବିଦ୍ୟାଳୟ ଏବଂ…
Read More...

କୋଭିଡ ପ୍ରତିକୂଳ ପରିସ୍ଥିତି ସତ୍ୱେ ଏମ୍‌ଏସ୍‌ଏମ୍‌ଇର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର: ମହାମାରୀ କୋଭିଡ-୧୯ ପ୍ରତିକୂଳ ପରିସ୍ଥିତି ସତ୍ୱେ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ କେତେକ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ସଂପ୍ରତି ରାଜ୍ୟ ଓ ଦେଶରେ ଅର୍ଥନୀତିର ଏହି ଘଡ଼ିସନ୍ଧି…
Read More...