ପୁଣି କରୋନାରେ ରାଜ୍ୟରେ ଗଡ଼ିଲା ୫ ମୁଣ୍ଡ; ମୃତ୍ୟୁ ସଂଖ୍ୟା ୩୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…
Read More...

ଆଜି ରାଜ୍ୟରେ ୪୯୫ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା…
Read More...

ରାଜ୍ୟର ଏହିସବୁ ଜିଲ୍ଲାରେ ୨ ଦିନିଆ ସଟ୍‌ଡ଼ାଉନ୍‌

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରତି ଶନିବାର ଓ ରବିବାର ଦିନ ଯେଉଁସବୁ ଜିଲ୍ଲା ଗୁଡ଼ିକରେ ସଟ୍‌ଡ଼ାଉନ୍ ବଳବତ୍ତର ରହିବା ନେଇ ନିଷ୍ପତ୍ତି ଗ୍ରହଣ କରିଥିଲେ ସେହିସବୁ ଜିଲ୍ଲା ଗୁଡ଼ିକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍‌ଡ଼ାଉନ୍…
Read More...

ଗଲଓ୍ୱାନ ଘାଟିରେ ସହିଦ ବୀର ଯବାନଙ୍କ ନାଁରେ ନାମିତ ହେବ କୋଭିଡ୍ ହସ୍ପିଟାଲ ଓ୍ୱାର୍ଡ

ନୂଆଦିଲ୍ଲୀ: ନିଉ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ କୋଭିଡ-୧୯ ହସ୍ପିଟାଲର ଓ୍ୱାର୍ଡ ନାଁ ଗଲଓ୍ୱାନ ଘାଟିରେ ସହିଦ ବୀର ଯବାନଙ୍କ ନାଁ ଅନୁସାରେ ନାମିତ କରାଯିବ । ଡିଆରଡିଓ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଯବାନଙ୍କ ବଳିଦାନ ଓ…
Read More...

ନଦୀକୁ ଡେଇଁପଡ଼ିଲେ ଯୁବକ

ବାଙ୍କୀ : କଟକ ଜିଲ୍ଲା ଜାତମୁଣ୍ଡିଆ ସୁବର୍ଣ୍ଣପୁର ବ୍ରିଜ୍‌ରୁ ଜଣେ ଯୁବକ ମହାନଦୀକୁ ଡେଇଁ ପଡ଼ିଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣକ ମହାନଦୀକୁ ଡେଇଁ ପଡ଼ିଥିଲେ। ନିଖୋଜ ଯୁବକ ଜଣକ ସୁଣ୍ଠିପାଳ ଗାଁର…
Read More...

କରୋନା ଯୋଗୁଁ ଆସନ୍ତା ୧୧ ତାରିଖ ଭିସୁଟ୍‌ ବନ୍ଦ

ସମ୍ବଲପୁର: କରୋନାରେ ଆକ୍ରାନ୍ତ ହୋଇ ଭିସୁଟର ଜଣେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ୱାମୀଙ୍କର ମୃତ୍ୟୁ ହେବା ପରେ ଆସନ୍ତା ୧୧ ତାରିଖ ଭିସୁଟ୍‌କୁ ବନ୍ଦ କରି ଦିଆଯାଇଛି । କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏହାକୁ ବନ୍ଦ କରାଯିବା…
Read More...

ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ

ପୁରୀ: ଜନ୍ମବେଦିରୁ ବାହୁଡ଼ି ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ଏବେ ଚତୁର୍ଦ୍ଧାବିଗ୍ରହ। ଭକ୍ତଶୂନ୍ୟ ସୁନାବେଶ ପରେ ଶୁକ୍ରବାର ରଥ ଉପରେ ସମ୍ପନ୍ନ ହୋଇଛି ଅଧରପଣା ନୀତି। ଶନିବାର ନୀଳାଦ୍ରିବିଜେ। ରତ୍ନବେଦିକୁ ବିଜେ କରିବେ…
Read More...

ବୋଲ୍‌ବମ୍‌ ଭକ୍ତଙ୍କୁ ପୁରୀ ମନା

ଭୁବନେଶ୍ୱର: ଚଳିତ ବର୍ଷ ବନ୍ଦ ଶ୍ରାବଣ ଜଳଲାଗି । କରୋନା କଟକଣା ଯୋଗୁ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଜୁଲାଇ ୩୧ ପର୍ଯ୍ୟନ୍ତ ମନ୍ଦିରକୁ ଶ୍ରଦ୍ଧାଳୁଙ୍କ ଯିବା ନେଇ କଟକଣା ଜାରି କରିଛି…
Read More...

ଭୁବନେଶ୍ୱରର ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ । କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆଜି ରାଜ୍ୟରେ ସର୍ବାଧିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ନୂଆଗାଁରୁ ୧୦…
Read More...

ଆର୍ମି ହସ୍ପିଟାଲରେ ମୋଦି; ଆହତ ଯବାନଙ୍କୁ ଭେଟିଲେ

ଲଦାଖ: ଚାଇନା ସହ ତିକ୍ତତା ଭିତରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଚାନ ଲଦାଖ ଗସ୍ତ କରି ଯବାନଙ୍କ ମନୋବଳ ବୃଦ୍ଧି କରିଛନ୍ତି। ନିମୁ କ୍ୟାମ୍ପରୁ ଚାଇନାକୁ ପରୋକ୍ଷରେ ଚେତାବାନୀ ଦେବା ପରେ ମୋଦି ସୀମା ସ୍ଥିତି ସମୀକ୍ଷା…
Read More...