ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିରର ପ୍ରଶାସନର ମୁଖ୍ୟ ପ୍ରଶାସକ

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ହେଇଛନ୍ତି ଶ୍ରୀମନ୍ଦିରର ପ୍ରଶାସନର ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାର ତାଙ୍କୁ ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମଧ୍ୟ…
Read More...

ମିଶ୍ରଣ ପର୍ବ: ଜି.ଉଦୟଗିରିର ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ କଂଗ୍ରେସ ଛାଡି ବିଜେପିରେ ହେଲେ ସାମିଲ

ଭୁବନେଶ୍ୱର(ବ୍ୟୁରୋ): ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜି. ଉଦୟଗିରିର ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ ନିଜ ଶତାଧିକ ସମର୍ଥକଙ୍କ ଗହଣରେ କଂଗ୍ରେସ ଦଳ ଛାଡି ଆନୁଷ୍ଠାନିକ ଭାବେ…
Read More...

ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ଓ ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁରର ନୂଆ ଏସପି ଭାବେ ନିଯୁକ୍ତ

ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ସୋମବାର ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ନୂତନ ଏସ୍‌ପି ଭାବରେ ନିଯୁକ୍ତ କରିଛନ୍ତି। ସେହିପରି ଆୟୋଗ ଡକ୍ଟର ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁର ଏସପି ଭାବରେ ମଧ୍ୟ ନିଯୁକ୍ତ କରାଯାଇଛି।…
Read More...

ବିଜେଡି ଛାଡିଲେ ପୂର୍ବତନ ସାଂସଦ ପ୍ରଭାସ ସିଂ

ବିଜେଡି ଛାଡିଲେ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ନବୀନ ନିବାସ ଆସି ନିଜ ଇସ୍ତଫା ପତ୍ର ଦେଇଛନ୍ତି ପ୍ରଭାସ ସିଂ । ଗତ ୨୦୧୪ରୁ ୨୦୧୯ ଯାଏଁ ବରଗଡରୁ ବିଜେଡି ସାଂସଦ ଥିଲେ…
Read More...

ସମୁଦ୍ରରେ ଓଲଟିଲା ଜାହାଜ, ୯୧ ମୃତ

ମୋଜାମ୍ବିକରେ ଘଟିଛି ଘଟଣା । ପ୍ରାୟ ୧୩୦ ଜଣ ମତ୍ସ୍ୟଜୀବୀଙ୍କୁ ନେଇ ଜାହାଜଟି ନାମ୍ପୁଲାରେ ଥିବା ଏକ ଦ୍ୱୀପକୁ ଯାଉଥିଲା । ଏହି ସମୟରେ ହିଁ ଜାହାଜଟି ବୁଡ଼ି ଯାଇଥିଲା । ଗତ ରବିବାର ଦିନ ଏହି ଘଟଣାଟି ଘଟିଥିଲା । ଜାହାଜରେ…
Read More...

ରେକର୍ଡ ମାର୍ଜିନ ସାଙ୍ଗକୁ ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡି: ପାଣ୍ଡିଆନ

ଭୁବନେଶ୍ବର(ବ୍ୟୁରୋ): ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ ବୋଲି ଆକଳନ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନବୀନ ଓଡିଶା ଏବଂ 5Tଅଧ୍ୟକ୍ଷ…
Read More...

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ବିଜେଡିରେ ସାମିଲ ହୋଇଛନ୍ତି ଗଣେଶ୍ୱର ବେହେରା। ଆଜି ସେ ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଛନ୍ତି। ତାଙ୍କର ଅନେକ ସମର୍ଥକ ମଧ୍ୟ ଶଙ୍ଖ ଧରିଛନ୍ତି। ୪ ଦିନ ତଳେ କଂଗ୍ରେସ ଛାଡ଼ିଥିଲେ ଗଣେଶ୍ୱର। ସେ କଂଗ୍ରେସର ଜଣେ ବରିଷ୍ଠ ନେତା…
Read More...

କଂଗ୍ରେସ ନିର୍ବାଚନୀ ଇସ୍ତାହାର ଜରିଆରେ ମିଛ କଥା ସବୁ କହିଛି: ମୋଦି

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ମନଇଚ୍ଛା ବର୍ଷିଛନ୍ତି। କଂଗ୍ରେସ ଲୋକସଭା ନିର୍ବାଚନ ପାଇଁ ଜାରି କରିଥିବା ଇସ୍ତାହାରକୁ ମୋଦି ମିଛର ଗନ୍ଥା ଘର ଓ ପ୍ରତିଟି…
Read More...

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ଦଳର ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଲେ କିଛି ସମୟ ପୂର୍ବରୁ  ବିଜେପି ଛାଡ଼ିଥିବା ଲେଖାଶ୍ରୀ ।…
Read More...

ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ସମ୍ବଲପୁର(ବ୍ୟୁରୋ):ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚ ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବା ପାଇଁ ଉଦ୍ୟମ କରିବାକୁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
Read More...