Sports ନୋଭାକ୍ ଜୋକୋଭିଚଙ୍କ କୋଚଙ୍କୁ କରୋନା OPA Jun 27, 2020 0 ନୂଆଦିଲ୍ଲୀ :ବିଶ୍ୱର ଏକ ନମ୍ୱର ଟେନିସ୍ ଖେଳାଳି ନୋଭାକ୍ ଜୋକୋଭିଚଙ୍କ ପରେ ତାଙ୍କ କୋଚ୍ ଗୋରାନ୍ ଇଭାନିସେବିଚଙ୍କୁ କରୋନା । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ଏହାପରେ ହୋମ୍ ଆଇସୋଲେସନରେ ଅଛନ୍ତି ଗୋରାନ୍ ।… Read More...
National ପୁଣି ବଢ଼ିଲା ପେଟ୍ରୋଲ ଓ ଡ଼ିଜେଲ ଦର OPA Jun 27, 2020 0 ନୂଆଦିଲ୍ଲୀ : ଆଜି ପୁଣି ବୃଦ୍ଧି ପାଇଛି ପେଟ୍ରୋଲ ଓ ଡ଼ିଜେଲ ଦର। ପେଟ୍ରୋଲ ଲିଟର ପିଛା ୨୫ ପଇସା ଓ ଡ଼ିଜେଲ ଲିଟର ପିଛା ୨୧ ପଇସା ବୃଦ୍ଧି ପାଇଛି। ଏହାସହ ଲାଗାତାର ୨୧ ଦିନ ହେଲା ଉଭୟ ପେଟ୍ରୋଲ ଓ ଡ଼ିଜେଲ ଦର ବଢିବାରେ ଲାଗିଛି।… Read More...
Odisha ଗଞ୍ଜାମରେ ୧୮ କରୋନା ଯୋଦ୍ଧାଙ୍କୁ କରୋନା OPA Jun 27, 2020 0 ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ ।… Read More...
National ଝାଡ଼ଖଣ୍ଡରେ ଜୁଲାଇ ୩୧ଯାଏଁ ବଢ଼ିଲା ଲକ୍ଡାଉନ OPA Jun 27, 2020 0 ରାଞ୍ଚି: ସାରା ଦେଶରେ କରୋନା ସଙ୍କଟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣାଧିନ ହୋଇପାରୁ ନ ଥିବାରୁ ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ଲକ୍ଡାଉନ… Read More...
Odisha କରୋନା ନେଲା ଆଉ ଜଣଙ୍କ ମୁଣ୍ଡ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି OPA Jun 27, 2020 0 ଭୁବନେଶ୍ୱର: ରାଜ୍ୟରେ ଶନିବାରେ କରୋନା ଆକ୍ରାନ୍ତରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୬୮ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନସନ୍ ଏବଂ ଡାଇବେଟିସ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏହାକୁ ମିଶାଇ… Read More...
Bignews ପୁଣି ୧୭୦ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି OPA Jun 27, 2020 0 ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା… Read More...
Odisha ହୀରାକୁଦର ଆଉ ୩ଟି ଗେଟ୍ ଖୋଲିଲା OPA Jun 27, 2020 0 ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ଶନିବାର ଦିନ ଆଉ ୩ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ଏହାକୁ ମୋଟ୍ ୧୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।ମିଳିଥିବା ସୂଚନାନୁଯାୟୀ ଉପରମୁଣ୍ଡରେ… Read More...
Odisha ଆଜି ପବିତ୍ର ହେରାପଞ୍ଚମୀ OPA Jun 27, 2020 0 ପୁରୀ:ଆଜି ପବିତ୍ର ହେରାପଞ୍ଚମୀ । ଆଜିଠାରୁ ଆରମ୍ଭ ହେବ ବାହୁଡା ଯାତ୍ରାର ପ୍ରସ୍ତୁତି । ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ଅଭିମାନିନୀ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଶରଧାବାଲିରେ ନନ୍ଦିଘୋଷ… Read More...
Odisha ଚଣ୍ଡିଗଡରେ ବ୍ୟାଟେରି ସ୍ୱାପିଂ ସୁବିଧା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଲୋକାର୍ପିତ OPA Jun 26, 2020 0 ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୨୬ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେ ଚଣ୍ଡିଗଡ ଠାରେ ବିଦ୍ୟୁତ ଚାଳିତ ଗାଡି ପାଇଁ ବ୍ୟାଟେରି ସ୍ୱାପିଂ ସୁବିଧା ଏବଂ କୁଇକ୍… Read More...
Odisha ମୋଦି ସରକାରଙ୍କ ନିର୍ଣ୍ଣାୟକ ନେତୃତ୍ୱ ଦେଶକୁ ନୂଆ ଶିଖରକୁ ନେବ: ଧର୍ମେନ୍ଦ୍ର ପ୍ରଧାନ OPA Jun 26, 2020 0 ନୂଆଦିଲ୍ଲୀ/ଭୁବନେଶ୍ୱର: ମୋଦି ସରକାରଙ୍କ ନିର୍ଣ୍ଣାୟକ ନେତୃତ୍ୱ ଦେଶକୁ ନୂତନ ଶିଖରକୁ ନେବ ବୋଲି ପଶ୍ଚିମବଙ୍ଗ ଜନସମ୍ବାଦ ଭର୍ଚୁଆଲ ରାଲିରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେ ସାମିଲ ହୋଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ… Read More...