ସୁସ୍ଥ ହେଲେ ଶ୍ରୀଜୀଉ; ଗଜପତି ମହାରାଜାଙ୍କୁ ଦିଆଗଲା ଖବର

ପୁରୀ: ଅଣସର ଘରେ ଜରରେ ପଡିଥିବା ଶ୍ରୀଜୀଉ ଗତକାଲି ବିଳମ୍ବିତ ରାତିରେ ସୁସ୍ଥ ହୋଇଛନ୍ତି। ମହାପ୍ରଭୁ ସୁସ୍ଥ ହୋଇଥିବାରୁ ଆଜି ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି। ଦଶମୂଳ ମୋଦକ ସେବନ ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ।…
Read More...

ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନସଲଟାଣ୍ଟ

ଭଦ୍ରକ: ସର୍ବଶିକ୍ଷା ଅଭିଯାନ, ଜି୍‌ଲ୍ଲା ପ୍ରୋଜେକ୍ଟ କୋ-ଅଡିନେଟରର ଟେକ୍ନିକାଲ୍ କନସଲଟାଣ୍ଟ ଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ…
Read More...

ବନ୍ଦ ହେଲା ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା : କରୋନା ମହାମାରୀ ପାଇଁ ଏଥର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ବନ୍ଦ । ରଥଯାତ୍ରା ବନ୍ଦ ସତ୍ତ୍ୱେ ମନ୍ଦିରରେ ଠାକୁରଙ୍କ ରୀତିନୀତି ହେବ ବୋଲି ସୂଚନା ମିଳିଛି । ଏ ନେଇ ସୂଚନା ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ…
Read More...

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ରାତି ୭ଟା ୪୫ରୁ ୮ଟା ମଧ୍ୟରେ ବସିବାକୁ ଥିବା ଏହି ବୈଠକରେ ରଥଯାତ୍ରା ସଂପର୍କରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଚଳିତ ବର୍ଷ ରଥଯାତ୍ରା ହେବ କି…
Read More...

ଆଜି ଭୁବନେଶ୍ୱରରେ ପହଞ୍ଚିବ ସହିଦ ୨ ଯବାନଙ୍କ ମରଶରୀର

ଭୁବନେଶ୍ୱର: ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତ-ଚୀନ ମଧ୍ୟରେ ହୋଇଥିବା ସଂଘର୍ଷରେ ସହିଦ ହୋଇଥିବା ଦୁଇ ଓଡିଆ ଯବାନଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିବ । ଅପରାହ୍ନ ୨ଟା ବେଳେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ…
Read More...

ଆଜି ପୁଣି ୧୭୪ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ୧୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୧୭୪ଜଣଙ୍କ ମଧ୍ୟରୁ ୧୪୬ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ୍…
Read More...

ନୟାଗଡରେ ଠାବ ୫୦୦ ବର୍ଷ ତଳ ମନ୍ଦିରର ପୁନଃଉଦ୍ଧାର ଏବଂ ସ୍ଥାନାନ୍ତରଣ ପାଇଁ ପତ୍ର : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୟାଗଡ ଜିଲ୍ଲାର ମହାନଦୀ ଗର୍ଭରେ ଠାବ ହୋଇଥିବା ୫୦୦ ବର୍ଷ ତଳ ପ୍ରାଚୀନ ଗୋପିନାଥ ମନ୍ଦିରର ପୁନଃଉଦ୍ଧାର କରାଯିବା ସହ ମନ୍ଦିରକୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଭାରତୀୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ସହିଦଙ୍କ ପରିବାରକୁ ୨୫ ଲକ୍ଷ ଅନୁକମ୍ପା ରାଶି

ଭୁବନେଶ୍ୱର: ଲଦାଖ ଗାଲଓାନ ଭ୍ୟାଲିରେ ୨୦ ଜଣ ଯବାନ ସହିଦ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୨ ଜଣ ଓଡିଆ ବି ରହିଥିଲେ । ଏବେ ସେମାନଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ପ୍ରତି…
Read More...

କଳିଙ୍ଗ ଷ୍ଟାଡ଼ିଅମରେ ପ୍ରତିଷ୍ଠା ହେବ ଖେଲୋ ଇଣ୍ଡିଆ ଷ୍ଟେଟ୍ ସେଣ୍ଟର ଅଫ ଏକ୍ସଲେନ୍ସ

ନୂଆଦିଲ୍ଲୀ: କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟର ଫ୍ଲାଗ ସିପ୍ କାର୍ଯ୍ୟକ୍ରମ “ଖେଲୋ ଇଣ୍ଡିଆ ଯୋଜନା” ମାଧ୍ୟମରେ ଦେଶର ବିଭିନ୍ନ ରାଜ୍ୟରେ ରାଜ୍ୟସ୍ତରୀୟ ଖେଲୋ ଇଣ୍ଡିଆ ଉତ୍କର୍ଷ କେନ୍ଦ୍ରମାନ ପ୍ରତିଷ୍ଠା କରାଯିବ । ପ୍ରତ୍ୟେକ…
Read More...