ହାଇକୋର୍ଟଙ୍କ ପରାମର୍ଶ: ରଥଯାତ୍ରାରେ ରଥ ଟଣାରେ ବ୍ୟବହାର କରନ୍ତୁ ମେସିନ କିମ୍ବା ହାତୀ

କଟକ : ରଥଯାତ୍ରାରେ ହେବନି ଭକ୍ତ ଆଉ ଭଗବାନଙ୍କର ମିଳନ। ରାଜ୍ୟରେ କରୋନା ସ୍ଥିତିକୁ ନଜରରେ ରଖି ରଥଯାତ୍ରାରୁ ଜନସାଧାରଣଙ୍କୁ ଦୂରେଇ ରଖିବା ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମତ ଦେଇଛନ୍ତି। ରଥକୁ ସାଧାରଣ ଜନତା ଟାଣିବା…
Read More...

ଗଞ୍ଜାମରେ ଲକ୍ ଡାଉନ୍ କଟକଣା ବଢିଲା

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆଜିଠୁ ଜୁନ୍ ୩୦ ଯାଏଁ ଲକଡାଉନ କଟକଣାକୁ ଆହୁରି କଡାକଡି କରିଛନ୍ତି ଜିଲ୍ଲା ପ୍ରଶାସନ । ଜୁନ୍ ୩୦…
Read More...

ରଜ ଉପଲକ୍ଷେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଶୁଭେଚ୍ଛା

ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଟ୍ୱିଟ ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ଓଡ଼ିଶାର ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ…
Read More...

ରଜପର୍ବ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ ଜରିଆରେ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଓଡ଼ିଶାର ସଂସ୍କୃତି, କୃଷି ଅର୍ଥନୀତି ଓ…
Read More...

ରଜପର୍ବ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି ଲେଖିଛନ୍ତି ଯେ, ବିଶେଷ ଉତ୍ସବ ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ।…
Read More...

ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ ଘଟଣାର ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆସାମ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଆସାମର ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୱାଲ ଏବଂ ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆସାମର ବାଗଜାନ ଠାରେ ତୈଳକୂପ ଅଗ୍ନିକାଣ୍ଡ ଘଟଣାର ବର୍ତମାନ ସ୍ଥିତି ଉପରେ…
Read More...

ଭୁବନେଶ୍ୱର ଫେରିଲେ ବିଜୟ ମହାନ୍ତି

ଭୁବନେଶ୍ୱର: ଏବେ ଅସୁସ୍ଥ ଥିବା ଓଡ଼ିଆ ସିନେ ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି  କିଛି ସମୟ ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚିଥିବାର ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି…
Read More...

କରୋନାରେ ରାଜ୍ୟରେ ଆଉ ଏକ ମୁଣ୍ଡ ଗଲା; ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି ।ତାଙ୍କର ବୟସ ୫୦ବର୍ଷ । ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ…
Read More...

ଆଜି ୧୮୬ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ୧୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଗଞ୍ଜାମର ୩ କରୋନା ଯୋଦ୍ଧା ହେଲେ କରୋନାର ଶିକାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପୁଣି ତିନିଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ଜଣେ ଶେରଗଡ଼ର ଏବଂ ଅନ୍ୟ ଦୁଇଜଣ ଚିକିଟି ବ୍ଲକର ବୋଲି ଜଣାଯାଇଛି। ଆଜି ଏନେଇ ଗଞ୍ଜାମ ଜିଲ୍ଲାପାଳ ଟୁଇଟ୍ କରି…
Read More...