ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ…
Read More...

ଭାଷା ଓ ସଂସ୍କୃତି ଆମର ଅସ୍ମିତା ଏବଂ ଅସ୍ମିତା ସବୁବେଳେ ସ୍ୱାଭିମାନ ସହ ଯୋଡ଼ି ହୋଇରହିଛି -ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ବ୍ୟୁରୋ): ଭାଷା ଓ ସଂସ୍କୃତି ଆମର ଅସ୍ମିତା ଏବଂ ଅସ୍ମିତା ସବୁବେଳେ ସ୍ୱାଭିମାନ ସହ ଯୋଡ଼ି ହୋଇ ରହିଛି ବୋଲି ସୋମବାର ଭୁବନେଶ୍ୱରରେ “ଓଡ଼ିଶା @୧୦୦ ସମ୍ଭାବନାର ଶତାବ୍ଦୀ” କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି…
Read More...

ଆରପାରିରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଚାଲିଗଲେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ…
Read More...

ବିଜେପିରେ ମିଶିଲେ ଅନୁଭବ ମହାନ୍ତି

ବିଜେପିରେ ମିଶିଲେ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି । ଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଅନୁଭବ ବିଜେପି ଦଳରେ ସାମିଲ ହୋଇଛନ୍ତି । ବିଜେପିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି ।…
Read More...

ସକାଳୁଆ ହେଲା ରାଜ୍ୟର ସବୁ ଅଙ୍ଗନବାଡି

ରାଜ୍ୟର ସବୁ ଅଙ୍ଗନବାଡି ସକାଳୁଆ ହେବା ନେଇ ସରକାର ଦେଲେ ନିର୍ଦ୍ଦେଶ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ସମସ୍ତ ସ୍କୁଲ ସକାଳୁଆ କରିବା ପାଇଁ…
Read More...

ତିହାର ଜେଲ ଗଲେ କେଜ୍ରିୱାଲ୍

ଜେଲ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ରିମାଣ୍ଡ ସରିବା ପରେ ଆଜି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟରେ ହାଜର କରିଥିଲା ଇଡି । ମାମଲା ଶୁଣାଣି ହେବା ପରେ ଆସନ୍ତା ୧୫ ତାରିଖ ଯାଏଁ ତାଙ୍କୁ ନ୍ୟାୟିକ ହେପାଜତକୁ…
Read More...

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ…
Read More...

ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆଜି ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡିଓ ବାର୍ତ୍ତା ଜାରି କରି ଶୁଭେଚ୍ଛା ଜଣାଇଛନ୍ତି ।ସେ କହିଛନ୍ତି,…
Read More...

ବିଜେପିରେ ସାମିଲ ହେଲେ ଆକାଶ ଦାସ ନାୟକ

ବିଜେପିରେ ସାମିଲ ହେଲେ ପୂର୍ବତନ କୋରେଇ ବିଜେଡି ବିଧାୟକ ତଥା ଅଭିନେତା ଆକାଶ ଦାସ ନାୟକ।ଆକାଶ ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ। କୋରେଇ ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ନିଜ ସ୍ୱାଭିମାନ ପାଇଁ ବିଜେଡି ଛାଡ଼ିଥିଲେ ବୋଲି…
Read More...

ଭାରତ ରତ୍ନରେ ସମ୍ମାନିତ ହେଲେ ଲାଲକୃଷ୍ଣ ଆଡଭାନୀ

ଭାରତ ରତ୍ନରେ ସମ୍ମାନିତ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ । ଆଡଭାନୀଙ୍କୁ 'ଭାରତ ରତ୍ନ' ପୁରସ୍କାରରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ । ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ନଥିବାରୁ…
Read More...