କରୋନାର ଶିକାର ହେଲେ ୨ ଡାକ୍ତର

ରାଉରକେଲା : ରାଜ୍ୟରେ ଆଉ ୭୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ୧୮ ଜଣ ଅଛନ୍ତି। ୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ଜଣ ପୁରୁଷ ଓ ୩ଜଣ ମହିଳା ଅଛନ୍ତି । ଏହି ୧୮ ଜଣଙ୍କ…
Read More...

ରାଜଧାନୀରେ ସିକ୍ୟୁରିଟି ସୁପରଭାଇଜରଙ୍କୁ ଅପହରଣ

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ସିକ୍ୟୁରିଟି ସୁପରଭାଇଜରଙ୍କୁ ଅପହରଣ କରାଯାଇଥିବା ଘଟଣା ଚାଂଚଲ୍ୟ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ହାଇଟେକ୍ ପ୍ଲାଜାର ସିକ୍ୟୁରିଟି ସୁପରଭାଇଜର…
Read More...

ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି।…
Read More...

ପୁଣି ୭୫ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା…
Read More...

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ  । ଦିନ ୧ଟା ୩୦ରେ ଲୋକସେବା ଭବନରେ ଏହି ବୈଠକ ବସିବ  । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯିବାର ସମ୍ଭାବନା…
Read More...

ଭୁବନେଶ୍ୱରରେ ଆଉ ୫ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ପୁଣି ଥରେ ୫ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ନୂଆ ୫ ଜଣଙ୍କ ମଧ୍ୟରୁ ବାହାର ରାଜ୍ୟରୁ ୪ ଜଣ…
Read More...

୧୦୪ରୁ ଫୋନ୍‌ ଆସିଲେ ଯଦି କେହି ଏହାକୁ ଗ୍ରହଣ ନ କରନ୍ତି, ତାହେଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର:କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ଜରୁରୀକାଳୀନ ପାଇଁ ୧୦୪ ହେଲପ୍ ‌ଲାଇନ‌ ନମ୍ବର ବ୍ୟବସ୍ଥା କରିଛନ୍ତି। ଏହି ନମ୍ବରରେ କୋଭିଡ ସଂକ୍ରାନ୍ତରେ ତଥ୍ୟ ମିଳିପାରୁଛି। କିନ୍ତୁ କିଛି ଲୋକ ଏହାକୁ ଅଣଦେଖା…
Read More...

ବ୍ରହ୍ମପୁର ମଣ୍ଡଳ କାରାଗାରରେ ୨ ଅନ୍ତେବାସୀ କରୋନା ପଜିଟିଭ

ବ୍ରହ୍ମପୁର: ବ୍ରହ୍ମପୁର ମଣ୍ଡଳ କାରାଗାରରେ ୨ ଜଣ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜେଲ ଭିତରେ ପ୍ରଥମ ଥର ପାଇଁ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅନ୍ୟ ଅନ୍ତେବାସୀଙ୍କ ମଧ୍ୟରେ ଡର ପ୍ରବେଶ କରିଛି। ୨…
Read More...

ଭୁବନେଶ୍ୱରରୁ ୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ବାହାରିଛନ୍ତି ୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୪ ଜଣ ହୋମ୍‌ କ୍ୱାରେଣ୍ଟିନରେ ଥିବା ବେଳେ ଆଉ ଜଣେ ଆକ୍ରାନ୍ତ ଗଜପତି ନଗରର ଲୋକାଲ୍‌ କେସ୍‌ ବୋଲି ଜଣାପଡ଼ିଛି।…
Read More...

କୋଭିଡ ମୁକାବିଲା ପାଇଁ ସାମଗ୍ରୀ କିଣାରେ କୌଣସି ଦୁର୍ନୀତି ହୋଇ ନାହିଁ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ମାସ୍କ କିଣିଛନ୍ତି। କୋଭିଡ ମୁକାବିଲା ପାଇଁ ସାମଗ୍ରୀ କିଣାରେ କୌଣସି ଦୁର୍ନୀତି ହୋଇ ନାହିଁ। ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଆଜି ସାମ୍ବାଦିକ…
Read More...