ସମ୍ ହସ୍ପିଟାଲ୍‌ରେ ଯକ୍ଷ୍ମା ରୋଗ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର(ବ୍ୟୁରୋ): ଯକ୍ଷ୍ମା ଅର୍ଥାତ ଟ୍ୟୁବରକ୍ୟୁଲୋସିସ୍ ସମ୍ପୂର୍ଣ୍ଣ ଆରୋଗ୍ୟସାଧ୍ୟ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ରୋଗୀ ସୁସ୍ଥ ହୋଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି । ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍…
Read More...

ବିଜେପିରେ ମିଶିଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର । ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭର୍ତ୍ତୃହରି ଓ ସିଦ୍ଧାନ୍ତ । ଭର୍ତ୍ତୃହରି ଗତ ୨୨ ତାରିଖରେ…
Read More...

ଏସବିଆଇ ଗ୍ରାହକଙ୍କୁ ଝଟକା; ଡେବିଟ୍ କାର୍ଡରେ ମେଣ୍ଟନାନ୍ସ ଚାର୍ଜ ବଢ଼ାଇଲା ବ୍ୟାଙ୍କ

ଏସବିଆଇ ଗ୍ରାହକଙ୍କୁ ବଡ଼ ଝଟକା। ଡେବିଟ୍ କାର୍ଡରେ ମେଣ୍ଟନାନ୍ସ ଚାର୍ଜ ତଥା ରକ୍ଷଣାବେକ୍ଷଣ ଦେୟ ବୃଦ୍ଧି କରିବାକୁ ବ୍ୟାଙ୍କ ଘୋଷଣା କରିଛି । ଏସବିଆଇ ୱେବସାଇଟ୍ ଅନୁଯାୟୀ, କ୍ଲାସିକ୍‌, ସିଲଭର, ଗ୍ଲୋବାଲ୍‌, କଣ୍ଟାକ୍ଟଲେସ୍…
Read More...

ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡ୍ ଅଭିନେତ୍ରୀ ମିନାକ୍ଷୀ

ପୁରୀରେ ବଲିଉଡ୍ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମିନାକ୍ଷୀ ଶେଷାଦ୍ରି । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ୩୦ ବର୍ଷ ତଳେ ଶ୍ରୀମନ୍ଦିର ଆସିଥିଲି । ସେତେବେଳର ପୁରୀ ଆଉ ଏବେର ପୁରୀ ଭିତରେ ବହୁତ ତଫାତ୍…
Read More...

ଲୋକସଭା ନିର୍ବାଚନ; ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ବିଜେଡି ଆଜି ପୁଣି ବାକିଥିବା ଲୋକସଭା ଆସନର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଯେଉଁ ଛଅଟି ଆସନର ପ୍ରାର୍ଥୀ ଘୋଷଣା ହୋଇଛି ସେମାନେ ହେଲେ..…
Read More...

ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଶେଷରେ ଅପେକ୍ଷାର ଘଟିଲା ଅନ୍ତ । ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପାର୍ଥୀ ତାଲିକା…
Read More...

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ

ବିଜେଡିରେ ମିଶିଲେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ବିଧିବଦ୍ଧ ଭାବେ ବିଜେଡି ଦଳରେ ସାମିଲ ହୋଇଛନ୍ତି । ବିରାଟ ରାଲିରେ ଆସି ଶଙ୍ଖ ଭବନରେ ଆୟୋଜିତ ବିଜେଡିର…
Read More...

ପୋଲିସ୍-ମାଓବାଦୀ ଗୁଳି ବିନିମୟ;  ୬ ମାଓବାଦୀ ନିହତ

ପୋଲିସ୍- ମାଓବାଦୀ ଗୁଳି ବିନିମୟରେ  ୬ ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଗଡର ବିଜାପୁର ଜିଲ୍ଲା ବାସାଗୁଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ୍ ଏନକାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଛନ୍ତି । ମୃତକଙ୍କ…
Read More...

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ, ୬ ମୃତ

ପାକିସ୍ତାନରେ ପୁଣି ଆତ୍ମଘାତୀ ବିସ୍ଫୋରଣ। ୫ ଜଣ ଚୀନ ନାଗରିକଙ୍କ ସହ ୬ ଜଣଙ୍କ ମୃତ୍ୟୁ ହୋଇଛି। ଚୀନ ଇଞ୍ଜିନିୟରଙ୍କ କନଭୟକୁ ଟାର୍ଗେଟ କରିଥିଲେ ଆତ୍ମଘାତୀ ଆକ୍ରମଣକାରୀ। ଇସଲାମବାଦରୁ ଦାସୁ କ୍ୟାମ୍ପକୁ ଯିବା ବେଳେ ଖାଇବର…
Read More...

ମା’ ସମଲେଇଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଲୋକସଭା ନିର୍ବାଚନ ପାଇଁ ବିଜେପି ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହେବା ନେଇ ବିଜେପି ପକ୍ଷରୁ ତାଲିକା ମଧ୍ୟ ପ୍ରକାଶ ପାଇଛି । ଏହାପରେ…
Read More...