ବର୍ଷକର ଶିଶୁ କରୋନା ପଜିଟିଭ

ଝାରସୁଗୁଡା: ଆଜି ଝାରସୁଗୁଡା ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୨ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୧ ବର୍ଷର ଶିଶୁ ଥିବାବେଳେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଅଛନ୍ତି । ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ଏ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୁଣି ପ୍ରସଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ମହାବାତ୍ୟା ‘ଅମ୍ଫାନ’ ପ୍ରଭାବିତ ଅଂଚଳ ପରିଦର୍ଶନ ଏବଂ କ୍ଷୟକ୍ଷତିର ଆକଳନ ନିମନ୍ତେ ମାତ୍ର ୩ ଘଣ୍ଟା ଲାଗି ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
Read More...

ପ୍ରଧାନମନ୍ତ୍ରୀଙ୍କ ଅଗ୍ରୀମ ୫୦୦ କୋଟି ସହାୟତା ଅର୍ଥ ରାଜ୍ୟରେ ରିଲିଫ୍ ଓ ପୁନଃଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବ :…

ଭୁବନେଶ୍ୱର :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡିଶା ଗସ୍ତରେ ଆସି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ଆକାଶମାର୍ଗରୁ ବାତ୍ୟା ଅମ୍ଫନ…
Read More...

ସମ୍ କୋଭିଡ ହସ୍ପିଟାଲ୍ ଡାକ୍ତରଙ୍କ ସଫଳତା : କରୋନା ଓ ଅନ୍ୟ ଦୁଃସାଧ୍ୟ ରୋଗରୁ ସୁସ୍ଥ ହେଲେ ମହିଳା

ଭୁବନେଶ୍ୱର: କରୋନା ମୁକ୍ତ ହେଲେ, ଦୁଃସାଧ୍ୟ ବ୍ୟାଧିରୁ ବି ସୁସ୍ଥ ହୋଇ ଘରକୁ ଫେରିଲେ । ସମ୍ କୋଭିଡ ହସ୍ପିଟାଲର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ସେବା ଓ ଆପ୍ରାଣ ଉଦ୍ୟମ ଫଳରେ ନୂଆ ଜୀବନ ପାଇଛନ୍ତି କରୋନା ତଥା ଏକ ବିରଳ ରୋଗର…
Read More...

ସଫଳ କୃଷକର କାହାଣୀ: ଚାଷ କରିବାର ନିଶାରେ ଛାଡିଲେ ଇଞ୍ଜିନିୟରିଂ ଚାକିରୀ

ବରଗଡ଼: ପିଲାଟି ଦିନରୁ ତାଙ୍କର ଚାଷ ପ୍ରତି ଥିଲା ଅହେତୁକ ଆଗ୍ରହ। ହେଲେ ଇଞ୍ଜିନିୟରିଂ ପାଠ ପଢ଼ି ସେ ଟେଲିକମ୍‌ ବିଭାଗରେ ପାଇଲେ ଚାକିରି। କିନ୍ତୁ କେଜାଣି କାହିଁକି ପୁଣି ଚାଷକୁ ନେଇ ତାଙ୍କର ସ୍ୱପ୍ନ ବଢ଼ିଗଲା। ୧୫ ବର୍ଷର…
Read More...

ଓଡିଶାକୁ ୫୦୦ କୋଟିର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ବାତ୍ୟା କ୍ଷୟକ୍ଷତି ପାଇଁ  ତତ୍କାଳ ଆବଶ୍ୟକତା ଲାଗି ୫୦୦ କୋଟି ଟଙ୍କାର ଅଗ୍ରୀମ ସହାୟତା ଘୋଷଣା କରିଛନ୍ତି । ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ପରେ ସେ…
Read More...

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କାର୍ଯ୍ୟନିର୍ବାହୀ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ନେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର…

ନୂଆଦିଲ୍ଲୀ:କରୋନା ଯୁଦ୍ଧରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଓ)ର କାର୍ଯ୍ୟନିର୍ବାହୀ ପରିଷଦର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ…
Read More...

ଆକାଶ ମାର୍ଗରୁ ଥାଇ ବାତ୍ୟା ‘ଅମ୍ଫାନ’ କ୍ଷୟକ୍ଷତି ଅଂଚଳ ଅନୁଧ୍ୟାନ କରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନରେ ବାତ୍ୟା ‘ଅମ୍ଫାନ’ ଦ୍ୱାରା କ୍ଷତିଗ୍ରସ୍ତ ହେଇଥିବା ଓଡ଼ିଶାର ବିଭିନ୍ନ ଅଂଚଳ ଆକାଶ ମାର୍ଗରୁ ଥାଇ ଅନୁଧ୍ୟାନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଅପରାହ୍ନରେ…
Read More...

ପାକିସ୍ତାନରେ ବଡ ଧରଣର ବିମାନ ଦୁର୍ଘଟଣା

କରାଚୀ : ପାକିସ୍ତାନରେ ବଡ ଧରଣର ବିମାନ ଦୁର୍ଘଟଣା ହୋଇଥିବା ସୂଚନା । ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାନ୍ସ ବିମାନ ଦୁର୍ଘଟଣା । ଅବତରଣର ମାତ୍ର ୧ ମିନିଟ ପୂର୍ବରୁ ଆକାଶରୁ ଖସି ପଡିଲା ବିମାନ । କେଉଁ କାରଣରୁ ଏଭଳି ବଡ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ଟୁଇଟ୍ କଲେ ରାଷ୍ଟ୍ରପତି

ଭୁବନେଶ୍ୱର : ମେ ୨୦ ତାରିଖରେ ଓଡିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ତାଣ୍ଡବ ରଚିବା ପରେ ଅନେକଙ୍କ ଜୀବନହାନି ଘଟିବା ସହ ଅନେକ ଧନସମ୍ପତ୍ତି ନଷ୍ଟ ହୋଇଛି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ପରର ସ୍ଥିତି…
Read More...