କୋଲକାତାରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ୧୦ ମୃତ

କୋଲକାତାର ଗାର୍ଡେନ୍ ରିଚ୍ ଅଞ୍ଚଳରେ ଏକ ନିର୍ମାଣାଧୀନ ୫ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ଦୁଇ ମହିଳାଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ସୋମବାର ପୁଲିସ ଏହି ସୂଚନା ଦେଇଥିଲା। ଘଟଣାସ୍ଥଳରେ…
Read More...

ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ପଦକ ହାସଲ

ଭୁବନେଶ୍ୱର(ବ୍ୟୁରୋ): ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ…
Read More...

ଜାତୀୟ ମିନିଗଲ୍‌ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ

ଭୁବନେଶ୍ୱର(ବ୍ୟୁରୋ): ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍‌ସିପ୍‌ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା…
Read More...

ଆଦିବାସୀଙ୍କ ବିକାଶକୁ ଆମେ ପ୍ରାଥମିକତା ଦେଇଛୁ: ବିଜେଡି

ଭୁବନେଶ୍ୱର(ବ୍ୟୁରୋ): ଆଦିବାସୀ ସମ୍ପ୍ରଦାୟ ହେଉଛନ୍ତି ଓଡ଼ିଶା ରାଜ୍ୟ ଏବଂ ଏହାର ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ଏହି ସମ୍ପ୍ରଦାୟ କେବଳ ଏହି କାରଣରୁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଯେ ସେମାନେ ରାଜ୍ୟର ଜନସଂଖ୍ୟାର ୨୨.୮%…
Read More...

ନିର୍ବାଚନ ପୂର୍ବରୁ ECIଙ୍କ ବଡ଼ ପଦକ୍ଷେପ; ୬ ରାଜ୍ୟର ଗୃହ ସଚିବଙ୍କୁ ମଧ୍ୟ ହଟାଇବାକୁ ନିର୍ଦ୍ଦେଶ

ନିର୍ବାଚନ ପୂର୍ବରୁ ECIଙ୍କ ବଡ଼ ଆକ୍ସନ୍। ପଶ୍ଚିମବଙ୍ଗ ଡିଜିପିଙ୍କୁ ଦାୟିତ୍ୱରୁ ଅନ୍ତର କଲେ ECI। ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାରଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ୬ ରାଜ୍ୟର ଗୃହ ସଚିବଙ୍କୁ ମଧ୍ୟ ହଟାଇବାକୁ…
Read More...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଲଗାଇଲେ ରହିତାଦେଶ

କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ…
Read More...

ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢେ ୪ କୋଟି ଓଡିଶାବାସୀଙ୍କ ନିକଟକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ।ସାଢେ ଚାରି କୋଟି ଓଡିଶାବାସୀଙ୍କ ଭଲପାଇବା ଏବଂ…
Read More...

ପୁଣିଥରେ ଦିଲ୍ଲୀ ଗଲେ ମନମୋହନ ସାମଲ

ପୁଣିଥରେ ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ୧୯ ଦିନରେ ମନମୋହନ ସାମଲଙ୍କର ଏହା ଚତୁର୍ଥ ଦିଲ୍ଲୀ ଗସ୍ତ । ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ନେଇ ଦିଲ୍ଲୀ ଗସ୍ତ କରିଛନ୍ତି ରାଜ୍ଯ ବିଜେପି ସଭାପତି ମନମୋହନ ସାମଲ।…
Read More...