ୟାସିମ ମଲିକଙ୍କ ଦଳ ଉପରେ ୫ ବର୍ଷ ପାଇଁ ପ୍ରତିବନ୍ଧକ ଲଗାଇଲେ କେନ୍ଦ୍ର ସରକାର

କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କ ସଂଗଠନ ଉପରେ ପ୍ରତିବନ୍ଧକକୁ ବଢାଇ ନରେନ୍ଦ୍ର ମୋଦି ସରକାର ଶନିବାର ଘୋଷଣା କରିଛନ୍ତି ଯେ 'ଜାମ୍ମୁ କଶ୍ମୀର ଲିବରେସନ ଫ୍ରଣ୍ଟ' ୫ବର୍ଷ ପାଇଁ ଏକ 'ବେଆଇନ ସଂଗଠନ' ହେବ।…
Read More...

ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି। ଇଡିର ସମନକୁ ଏଡାଇବା ମାମଲାରେ ଆଜି ତାଙ୍କୁ ଜାମିନ ମିଳିଛି। ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ଜାମିନ ଦେଇଛନ୍ତି। ୧୫ ହଜାର ଟଙ୍କା…
Read More...

ତ୍ରିକୋଣୀୟ ପ୍ରେମକୁ ନେଇ ରାଜଧାନୀରେ ହତ୍ୟାକାଣ୍ଡ

ରାଜଧାନୀରେ ତ୍ରିକୋଣୀୟ ପ୍ରେମରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଖଣ୍ଡା ଚୋଟରେ ଗଡିଲା ଜଣେ ଯୁବକଙ୍କ ମୁଣ୍ଡ। ମୃତକଙ୍କ ନାଁ ଅଞ୍ଜନ ବେହେରା ହୋଇଥିବାବେଳେ ତାଙ୍କ ଘର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚମ୍ପା ପୋଖରୀ ବୋଲି…
Read More...

ଏପ୍ରିଲ ୩୦ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ!

ଏପ୍ରିଲ ୩୦ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆଜିଠାରୁ ରାଜ୍ୟର ୫୫ ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଛି । ଆସନ୍ତା ୨୮ ତାରିଖ ସୁଦ୍ଧା ଖାତା ଦେଖା ସାରିବାକୁ ବୋର୍ଡ ଲକ୍ଷ୍ୟ ରଖିଛି।…
Read More...

ବିଜେପିରେ ସାମିଲ ହେଲେ ଅରିନ୍ଦମ ରାୟ

ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ବିଜେପିରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ପଦ୍ମ ଧରିଛନ୍ତି। ତେବେ ବିଜେପିରେ…
Read More...

ବିଜେଡିରୁ ଇସ୍ତଫା ଦେଲେ ଅରିନ୍ଦମ

ବିଜେଡିରୁ ଇସ୍ତଫା ଦେଲେ ଓଲିଉଡ ଅଭିନେତା ଅରିନ୍ଦମ ରାୟ । ସାଧାରଣ ସମ୍ପାଦକ ଓ ପ୍ରାଥମିକ ସଦସ୍ୟ ପଦ ଛାଡିଲେ ଅରିନ୍ଦମ । ଇସ୍ତଫା ନେଇ ବିଜେଡି ସୁପ୍ରିମୋଙ୍କୁ ଲେଖିଲେ ଚିଠି । ଫେସବୁକ ପେଜରେ ଚିଠି ସେୟାର କରିଛନ୍ତି…
Read More...

ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ଇସ୍ତାହାର ପତ୍ର; ଦେଲା ୯ଟି ଗ୍ୟାରେଣ୍ଟି

ଆସନ୍ତାକାଲି ଅପରାହ୍ଣ ୩ଟାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଇସିଆଇ ନିର୍ବାଚନ ତାରିଖ ଘୋଷଣା କରିବେ । ଲୋକସଭା ସହ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ।ତେବେ ତାରିଖ ଘୋଷଣା ପୂର୍ବରୁ ରାଜ୍ୟ…
Read More...

ସାରା ଶର୍ମାଙ୍କୁ ସିବିଆଇରେ ଡେପୁଟି ଇନ୍ସପେକ୍ଟର ଜେନେରାଲ ଦାୟିତ୍ଵ

ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ସାରା ଶର୍ମାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ରେ ଡେପୁଟି ଇନ୍ସପେକ୍ଟର ଜେନେରାଲ (ଡିଆଇଜି) ଭାବେ ୫ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଛି। ଗୃହ ମନ୍ତ୍ରଣାଳୟ ଓଡ଼ିଶାର ମୁଖ୍ୟ ଶାସନ…
Read More...

ଆସନ୍ତାକାଲି ଘୋଷଣା ହେବ ସାଧାରଣ ନିର୍ବାଚନ ତାରିଖ

ଆସନ୍ତାକାଲି ହେବ ସାଧାରଣ ନିର୍ବାଚନ ତାରିଖ ଘୋଷଣା। ସାଧାରଣ ନିର୍ବାଚନ ଲାଗି ତାରିଖ ଘୋଷଣା କରିବେ ଭାରତୀୟ ନିର୍ବାଚନ କମିଶନ। କାଲି ଅପରାହ୍ନ ୩ଟାରେ ହେବ ନିର୍ବାଚନ ତାରିଖ ଘୋଷଣା। ପ୍ରେସମିଟ କରି ତାରିଖ ଘୋଷଣା କରିବେ…
Read More...

ପ୍ରସନ୍ନ ଆଚାର୍ଯ୍ୟଙ୍କ ଗୁରୁତର ଅବସ୍ଥାକୁ ନେଇ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ

ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କାର ଦୁର୍ଘଟଣାରେ ଗୁରୁତର ଆହତ ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ରେଢାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ ଚିନ୍ତିତ…
Read More...