Bignews ବିଜୁ ଏକ୍ସପ୍ରେସ ୱେରେ ଗୁଳିକାଣ୍ଡ, ୨ ଆହତ OPA Mar 15, 2024 0 ସୁନ୍ଦରଗଡ଼ ୧୦ ନମ୍ବର ରାଜ୍ୟ ରାଜପଥ ବିଜୁ ଏକ୍ସପ୍ରେସ ୱେରେ ଗୁଳିକାଣ୍ଡ। ବଡ଼ଗାଁ-କୁତ୍ରା ମଝି ରାସ୍ତାରେ ଗୁଳିମାଡ ହୋଇଛି। ଗୁଳି ମାଡରେ ଦୁଇ ଆହତ ହୋଇଛନ୍ତି। ଆହତ ଦୁଇ ଛତିଶଗଡ଼ ରାୟଗଡ଼ ଜିଲ୍ଲା ଶକ୍ତି ଅଞ୍ଚଳର ବିକ୍ରମ… Read More...
Bignews ନିର୍ବାଚନୀ ବଣ୍ଡକୁ ସାର୍ବଜନୀନ କଲେ ନିର୍ବାଚନ କମିସନ OPA Mar 15, 2024 0 ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ବ୍ୟକ୍ତି ଓ ସଂସ୍ଥାଗୁଡ଼ିକ ନିର୍ବାଚନୀ ବଣ୍ଡ୍ ଜରିଆରେ ପ୍ରଦାନ କରିଥିବା ଚାନ୍ଦାର ତଥ୍ୟକୁ ଆଜି ନିର୍ବାଚନ କମିସନ ତାଙ୍କ ୱେବସାଇଟରେ ସାର୍ବଜନୀନ କରିଛନ୍ତି। ଦୁଇଟି ଫାଇଲ୍ରେ ଏହି ତଥ୍ୟକୁ… Read More...
Bignews ହସ୍ପିଟାଲରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ OPA Mar 15, 2024 0 ଦୁର୍ଘଟଣାରେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବେଲଡିହି ନିକଟରେ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି… Read More...
Bignews ହସ୍ପିଟାଲରେ ଭର୍ତ୍ତି ହେଲେ ମମତା ବାନାର୍ଜୀ OPA Mar 14, 2024 0 ହସ୍ପିଟାଲରେ ଭର୍ତ୍ତି ହେଲେ ପଶ୍ଚିମବଙ୍ଗ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କ କପାଳରେ କ୍ଷତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ମମତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ନେଇ ସୂଚନା ଦେଇଛି ତୃଣମୂଳ କଂଗ୍ରେସ।… Read More...
Bignews ଭିସି ଜରିଆରେ ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଅତ୍ୟାଧୁନିକ ଶିକ୍ଷା ସୌଧର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ OPA Mar 14, 2024 0 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍ଘାଟନ କରିଛନ୍ତି। ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ… Read More...
Bignews ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ OPA Mar 14, 2024 0 ଭୁବନେଶ୍ବର(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏହାଦ୍ବାରା ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଉପକୃତ ହେବେ ।… Read More...
Bignews ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ବଢ଼ିଲା ପାକ୍ସ ଓ ଲାମ୍ପ୍ସ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା OPA Mar 14, 2024 0 ରାଜ୍ୟ ସମବାୟ ବିଭାଗ ଅଧିନସ୍ଥ ସମସ୍ତ ପ୍ରାଥମିକ କୃଷି ସମବାୟ ସମିତି ଓ ବୃହଦାକାର ବହୁମୁଖୀ ସମବାୟ ସମିତି( ଲାମ୍ପ୍ସ )ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ନିମନ୍ତେ ଖୁସି ଖବର । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ… Read More...
Bignews ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ ସରକାର ଗଠନ କରିବ:ମନମୋହନ ସାମଲ OPA Mar 14, 2024 0 ଆଜି ସକାଳେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀରୁ ଫେରିବା ପରେ ଦେଇଥିବା ମନ୍ତବ୍ୟକୁ ନେଇ ମେଣ୍ଟ ହେବାର ଆଶଙ୍କା କରାଯାଇଥିବାବେଳେ ଏବେ ଏଥିରେ ପକାଇଛନ୍ତି ପୂର୍ଣ୍ଣଛେଦ। ମଧ୍ୟାହ୍ନରେ ମନମୋହନ ଦେଇଥିବା ମନ୍ତବ୍ୟରେ… Read More...
Bignews ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ହୋଲି ଭେଟି; ୪% ମହଙ୍ଗା ଭତ୍ତା ବୃଦ୍ଧି OPA Mar 14, 2024 0 ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହୋଲି ଭେଟି । ରାଜ୍ୟ ସରକାରୀ କର୍ମଚାରୀଙ୍କର ବଢିଲା ମହଙ୍ଗା ଭତ୍ତା । ୪% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ୪୬ ପ୍ରତିଶତରୁ ବଢି ୫୦% ପ୍ରତିଶତ ହେଲା… Read More...
Bignews ସବୁ ଠିକ୍ ଚାଲିଛି, ଆମର ପ୍ରକ୍ରିୟା ଯାହା ହେବା କଥା ଚାଲିଛି: ମନମୋହନ ସାମଲ OPA Mar 14, 2024 0 ଦିଲ୍ଲୀରୁ ଫେରି ମେଣ୍ଟ ଚର୍ଚ୍ଚା ନେଇ ପ୍ରତିକ୍ରିୟା ରଖିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । 'ସବୁ ଠିକ୍ ଚାଲିଛି, ଆମର ପ୍ରକ୍ରିୟା ଯାହା ହେବା କଥା ଚାଲିଛି' । ସବୁ ବିଷୟରେ ବିଚାର ଆଲୋଚନା କରାଯାଉଛି ବୋଲି… Read More...