୨ ଛୋଟ ପିଲା ସହ ଜୀବନ୍ତ ଜଳିଗଲେ ୪ଜଣ

ଦିଲ୍ଲୀ ଶାହଦରା ଶାସ୍ତ୍ରୀ ନଗରରେ ଥିବା ଏକ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ନିଆଁ ଲିଭା ସୂଚନା ମିଳିବା ପରେ ଦମକଳ ଏବଂ ପୋଲିସ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚିଛି ।…
Read More...

କୌଣସି ବି ପରିସ୍ଥିତିରେ ସିଏଏକୁ ପ୍ରତ୍ୟାହାର କରାଯିବ ନାହିଁ: ଅମିତ ଶାହା

ନାଗରିକତା ସଂଶୋଧନ ଆଇନ୍ (ସିଏଏ) ସାରା ଦେଶରେ ଲାଗୁ ହୋଇସାରିଛି । ହେଲେ ବିରୋଧୀ କିନ୍ତୁ ଏହାକୁ ନେଇ ସ୍ୱର ଉଠାଇବା ଜାରି ରଖିଛନ୍ତି । ଆଉ ଏହାରି ଭିତରେ ବିରୋଧୀଙ୍କୁ କଡା ଜବାବ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା…
Read More...

ଭୋର ୫ଟାରେ ବରୁଣେଇ ପୀଠରେ 5T ଅଧ୍ୟକ୍ଷ, ମା’ଙ୍କ ଆଶୀର୍ବାଦ ନେବା ସହ ବିକାଶମୂଳକ କାର୍ଯ୍ୟର କଲେ ସମୀକ୍ଷା

5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଭୋର ୫ଟାରେ ଖୋର୍ଦ୍ଧା ବରୁଣେଇ ପୀଠରେ ପହଞ୍ଚି ମା'ଙ୍କୁ ଦର୍ଶନ କରିଥିଲେ । ପୂଜାର୍ଚ୍ଚନା କରିବା ସହ ବେଢା ପରିକ୍ରମା କରିଥିଲେ । ଏହାପରେ ମନ୍ଦିରର ରୂପାନ୍ତରଣ ନେଇ ବରିଷ୍ଠ ଅଧିକାରୀ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଓଡ଼ିଶାର ପଦ୍ମ ସମ୍ମାନପ୍ରାପ୍ତଙ୍କୁ ମିଳିବ ମାସକୁ ୨୫ ହଜାର ଅର୍ଥ ରାଶି

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ । ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି, ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ରାଜ୍ୟରେ ଆଉ ୨୨ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

ଭୁବନେଶ୍ବର(ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା…
Read More...

ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା…
Read More...

କୃଷି କ୍ଷେତ୍ରରେ ଉପୁଜୁଥିବା ସମସ୍ୟାର ଦୀର୍ଘସ୍ଥାୟୀ ସମାଧାନର ଆବଶ୍ୟକତା ରହିଛି: ଓୟୁଏଟି କୁଳପତି

ଭୁବନେଶ୍ୱର(ବ୍ୟୁରୋ): କୃଷି କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ସାମ୍ନାକୁ ଆଣି ଏହାର ଦୀର୍ଘସ୍ଥାୟୀ ସମାଧାନର ବାଟ ବାହାର କରିବାର ସମୟ ଆସିଛି ବୋଲି ମଙ୍ଗଳବାର କହିଛନ୍ତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି…
Read More...