Bignews ୩୭୪ କୋଟି ଟଙ୍କା ବ୍ୟୟରେ ଅଇଁଠାପାଲିରେ ପ୍ରସ୍ତାବିତ ଫ୍ଲାଏଓଭର ସହ ଏନଏଚ୍-୫୩ରେ ଓଭର ବ୍ରିଜ୍ ପ୍ରକଳ୍ପ ଯାତାୟତକୁ ସୁଗମ… OPA Mar 12, 2024 0 ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିବା ପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ସମ୍ବଲପୁର ଜିଲ୍ଲାରେ ଜାତୀୟ ରାଜପଥ… Read More...
Bignews ଆଇପିଏଲ ଖେଳିବେ ରିଷଭ ପନ୍ତ OPA Mar 12, 2024 0 ଦିଲ୍ଲୀ କ୍ୟାପିଟାଲ୍ସ କ୍ରିକେଟ୍ ଫ୍ୟାନଙ୍କ ପାଇଁ ଖୁସି ଖବର । ଆଇପିଏଲ୍ ୨୦୨୪ ପାଇଁ ୱିକେଟ୍ କିପର ତଥା ବ୍ୟାଟର ରିଷଭ ପନ୍ତଙ୍କୁ ଫିଟ୍ ଘୋଷଣା କଲା ବିସିସିଆଇ । ତାଙ୍କୁ ଫିଟନେସ ସାର୍ଟିଫିକେଟ ମିଳିଛି । ସେ ଆଗାମୀ… Read More...
Bignews ଯୁଦ୍ଧ ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ OPA Mar 12, 2024 0 ରାଜସ୍ଥାନ ବାୟୁସେନାର ବିମାନ କ୍ରାସ । ହାଲୁକା ଯୁଦ୍ଧ ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଜୈସାଲମେରରେ ଏହି ଦୁର୍ଘଟଣା ଘଟିଛି । ଅପରାହ୍ନ ପ୍ରାୟ ୨ଟା ସମୟରେ ଏହି ବିମାନଟି ଦୁର୍ଘଟଣାର ଶିକାର ହୋଇଥିଲା। ଏହି ଲଢ଼ୁଆ… Read More...
Bignews ଓଡ଼ିଶାକୁ ପ୍ରଧାନମନ୍ତ୍ରୀଙ୍କ ଭେଟି; ରାଜ୍ୟରେ ଗଡିଲା ତୃତୀୟ ବନ୍ଦେ ଭାରତ ଟ୍ରେନ OPA Mar 12, 2024 0 ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୭୪ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି । ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ।… Read More...
Bignews ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି OPA Mar 12, 2024 0 ଭୁବନେଶ୍ବର(ବ୍ୟୁରୋ):ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି।ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ… Read More...
Bignews କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା; ଓସେପାର ମେରିଟ୍ ଲିଷ୍ଟ ରଦ୍ଦ କଲେ ହାଇକୋର୍ଟ OPA Mar 12, 2024 0 କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ଆଜି ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ରାୟ । ଓସେପାର ମେରିଟ୍ ଲିଷ୍ଟ ଖାରଜ କରିବା ସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟଙ୍କ… Read More...
Bignews ମୁଖ୍ୟମନ୍ତ୍ରୀଙ୍କ ଘୋଷଣା;ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି OPA Mar 12, 2024 0 ଭୁବନେଶ୍ବର(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି।ସରକାରୀ… Read More...
Bignews ଇସ୍ତଫା ଦେଲେ ହରିୟାଣା ମୁଖ୍ୟମନ୍ତ୍ରୀ OPA Mar 12, 2024 0 ଇସ୍ତଫା ଦେଲେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ଇସ୍ତଫା । ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ଦେଲେ ମନୋହର ଲାଲ୍ । ହରିୟାଣାରେ ନୂଆ ସରକାର ଗଠନ ସମ୍ଭାବନା । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।… Read More...
Bignews ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା, ଉପକୃତ ହେବେ ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ OPA Mar 11, 2024 0 ଭୁବନେଶ୍ବର(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ… Read More...
Bignews ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ OPA Mar 11, 2024 0 ଭାରତ ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସାମାଜିକ ଗଣମାଧ୍ୟମ ସାଇଟ ଏକ୍ସରେ ପୋଷ୍ଟ କରି 'ମିଶନ ଦିବ୍ୟାସ୍ତ୍ର' ପାଇଁ ଡିଆରଡିଓ ବୈଜ୍ଞାନିକଙ୍କୁ ପ୍ରଶଂସା କରିଛନ୍ତି ।… Read More...