ଗୋଟିଏ ପରିବାରର ୩ ଜଣଙ୍କ ମୃତଦେହ ଉଦ୍ଧାର

ଗୋଟିଏ ପରିବାରରର ତିନି ମୃତ । ମା' ଓ ପୁଅର ମୃତଦେହ ଘର ଭିତରେ ପଡ଼ିଥିବା ବେଳେ ବାପାର ମୃତଦେହ ଘର ଛାତରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । କେନ୍ଦ୍ରାପଡା ଜିଲ୍ଲା ରାଜନଗରର ତାଳଚୁଆ ସାମୁଦ୍ରିକ ଥାନା ରାଜେନ୍ଦ୍ରନଗର…
Read More...

ବିଶ୍ୱର ବଡ ବଡ ଦାର୍ଶନିକଙ୍କ ଠାରୁ ସନ୍ଥକବି ଭୀମ ଭୋଇ ବହୁତ ଉର୍ଦ୍ଧ୍ୱରେ – ଧର୍ମେନ୍ଦ୍ର ପ୍ରଧାନ

ରେଢାଖୋଲ/ସମ୍ବଲପୁର(ବ୍ୟୁରୋ): ପୃଥିବୀର ବଡ ବଡ ଦାର୍ଶନିକଙ୍କ ଠାରୁ ମହିମା ଧର୍ମର ମହାନ ପ୍ରଚାର ସନ୍ଥ କବି ଭୀମ ଭୋଇ ବହୁତ ଉର୍ଦ୍ଧ୍ୱରେ ରହିଛନ୍ତି ବୋଲି ଶନିବାର ସମ୍ବଲପୁର ଜିଲ୍ଲା ରେଢାଖୋଲ ସ୍ଥିତ ମିନି ଷ୍ଟାଡିୟମରେ…
Read More...

କଟକ ତାରକସୀ କାମକୁ ମିଳିଲା ଜିଆଇ ମାନ୍ୟତା

କଟକ ତାରକସୀ କାମକୁ ମିଳିଲା ଜିଆଇ ମାନ୍ୟତା । ଓଡ଼ିଶା ସମବାୟ ହସ୍ତକଳା ନିଗମ ପକ୍ଷରୁ ଏହି ଜିଆଇ ଟ୍ୟାଗ ପାଇଁ ୨୦୨୧ ଜୁଲାଇ ମାସରେ ଆବେଦନ କରାଯାଇଥଲା। ଜିଆଇ ମାନ୍ୟତା ମିଳିବା ପରେ କଟକକୁ ବିଶ୍ବ ବଜାରରେ ତାରକସୀ କାମ ପାଇଁ…
Read More...

5T ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର…

ଭୁବନେଶ୍ବର(ବ୍ୟୁରୋ): ଆଜି ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ…
Read More...

ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେବ ଆହୁରି ସୁଦୃଢ । ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ନୂଆ ଫର୍ଦ୍ଦ ।ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ…
Read More...

ଲୋକସଭା ନିର୍ବାଚନ; ବିଜେପି ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା

ଲୋକସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦି ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା…
Read More...

ଓଡିଶାରେ ଅତ୍ୟନ୍ତ ଦୃଢ ସ୍ଥିତିରେ ଅଛି ବିଜୁ ଜନତା ଦଳ: ବିଜେଡି

ଭୁବନେଶ୍ୱର(ବ୍ୟୁରୋ): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଏବଂ ୫-ଟି ପ୍ରକରଣରେ ସାରା ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟ ଯୋଗୁଁ ବିଜୁ ଜନତାଦଳ ରାଜନୈତିକ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକ ଙ୍କ ପାରିତୋଷିକ ଦଶ ହଜାର…

ଭୁବନେଶ୍ବର(ବ୍ୟୁରୋ):ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV))…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ ଶିକ୍ଷା ସ୍ବେଚ୍ଛାସେବୀ (PHIEV)…

ଭୁବନେଶ୍ବର(ବ୍ୟୁରୋ):ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର(ବ୍ୟୁରୋ):ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।…
Read More...