ରାଜ୍ୟ ସରକାର ଗଣିବେ କଲରାପତରିଆ ବାଘ

ମେ ମାସରୁ ରାଜ୍ୟ ସରକାର  ଗଣିବେ କଲରାପତରିଆ ବାଘ । ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରାଯିବ ବୋଲି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ । କ୍ୟାମେରା ଟ୍ରାପ ଦ୍ବାରା ଗଣନା କାର୍ଯ୍ୟ…
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି

ଓଡିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।…
Read More...

କଂଗ୍ରେସକୁ ଝଟକା, ଦଳରୁ ଇସ୍ତଫା ଦେଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଆଗକୁ ଆସୁଛି ନିର୍ବାଚନ । ଏହା ପୂର୍ବରୁ  କଂଗ୍ରେସକୁ ଝଟକା। କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ରଜତ ପଠାଇଛନ୍ତି ତାଙ୍କ ଇସ୍ତଫା ପତ୍ର । ରାଜ୍ୟ…
Read More...

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ; ବିବାହିତ ଝିଅ ପାଇବେ ଅନୁକମ୍ପାମୂଳକ ନିଯୁକ୍ତି

ଆଉ ନିଯୁକ୍ତିରୁ ବଂଚିତ ହେବେନି ମୃତ କର୍ମଚାରୀଙ୍କ ବିବାହିତା ଝିଅ । ବିବାହ ପରେ ବି ଝିଅଙ୍କୁ ମିଳିବ ଅନୁକମ୍ପା ମୂଳକ ନିଯୁକ୍ତି । ଏହି ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ବିବାହିତ ହୋଇଥିବା…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ରାଜ୍ୟର Law Officer ମାନଙ୍କର Daily ଓ Retainer Fees ରେ ୫୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର(ବ୍ୟୁରୋ):ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା Non-Cadre Law Officer ମାନଙ୍କର Daily ଓ Retainer Fees ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ…
Read More...

ମହଙ୍ଗା ହେଲା ଏଲପିଜି ଦର

ମହଙ୍ଗା ହେଲା ଏଲପିଜି କମର୍ସିଆଲ ସିଲିଣ୍ଡର ଦର । ଦିଲ୍ଲୀରେ ୨୫ ଟଙ୍କା ଏବଂ ମୁମ୍ବାଇରେ ୨୬ ଟଙ୍କା ବଢ଼ିଛି ସିଲିଣ୍ଡର ଦର । ଅଏଲ ମାର୍କେଟିଂ କମ୍ପାନି ଗୁଡ଼ିକ ପକ୍ଷରୁ ଏହି ମୂଲ୍ୟ ବୃଦ୍ଧି କରାଯାଇଛି । ତେବେ ଘରୋଇ ଏଲପିଜି…
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ; OTET ପାସ୍‌ କରିଥିବା ଗଣଶିକ୍ଷକ ମାନେ ହେବେ ଏକ୍‌ସ କ୍ୟାଡର ସହକାରୀ ଶିକ୍ଷକ

-OTET ପାସ୍‌ କରିଥିବା ଏକ୍‌ସ କ୍ୟାଡ଼ର ସହକାରୀ ଶିକ୍ଷକ ମାନେ ପାଇବେ ବାର୍ଷିକ ଇନ୍‌କ୍ରିମେଣ୍ଟ -ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ 
Read More...

ବିଜେପି କର୍ମୀଙ୍କ ଉପରେ ଗାଡି ଚଢାଇଥିବା ପ୍ରଶାନ୍ତ ଜଗଦ୍ଦେବଙ୍କୁ କୋଳେଇ ନେଲା ବିଜେପି: ବିଜେଡି 

ଭୁବନେଶ୍ୱର(ବ୍ୟୁରୋ): ପ୍ରଶାନ୍ତ ଜଗଦେବ ଯିଏ କି ମାତାଲ ଅବସ୍ଥାରେ ବିଜେପି କର୍ମୀଙ୍କ ଉପରେ ଗାଡି ଚଢାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଅପରାଧିକ ମାମଲାରେ ଜେଲ ଯାଇଥିଲେ ଏବଂ ଯାହାଙ୍କ ବିରୁଦ୍ଧରେ ଓଡିଶା ବିଜେପିର ନେତା ଓ…
Read More...

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ତରଫରୁ କ୍ୟାପିଟାଲ ହସ୍ପିଟାଲକୁ ଇଲେକଟ୍ରିକ ଯାନ ପ୍ରଦାନ

ଭୁବନେଶ୍ୱର(ବ୍ୟୁରୋ):ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱ ପାଣ୍ଠିରୁ କ୍ୟାପିଟାଲ ହସ୍ପିଟାଲ ଭୁବନେଶ୍ୱର କୁ ୧୧ ଲକ୍ଷ ୯୦ହଜାର ଟଙ୍କା ମୂଲ୍ୟର ଏକ ୧୦ ସିଟ ବିଶିଷ୍ଟ ଇଲେକଟ୍ରିକ ଯାନ ପ୍ରଦାନ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଅଙ୍ଗନବାଡି କେନ୍ଦ୍ର ଓ ମିନି ଅଙ୍ଗନବାଡି କେନ୍ଦ୍ରର କର୍ମୀଙ୍କ ପାରିଶ୍ରମିକରେ ବୃଦ୍ଧି

ଭୁବନେଶ୍ବର(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି…
Read More...