Bignews ସହର ବିକାଶରେ ନୂଆ ମାଇଲଷ୍ଟୋନ; ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ,… OPA Feb 29, 2024 0 ଭୁବନେଶ୍ବର(ବ୍ୟୁରୋ):ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା,… Read More...
Bignews ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ମୂଲ୍ୟବାନ୍ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ… OPA Feb 29, 2024 0 ଭୁବନେଶ୍ବର(ବ୍ୟୁରୋ):ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ… Read More...
Bignews କଟକବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ବକ୍ସଡ୍ରେନ୍ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ OPA Feb 29, 2024 0 କଟକବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ସହରବାସୀଙ୍କ ଉଦ୍ଦେଶ୍ୟରେ ବକ୍ସଡ୍ରେନ୍ ଲୋକାର୍ପଣ କରିଛନ୍ତି । ୪୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି… Read More...
Bignews ବିଜେପିରେ ମିଶିଲେ ପ୍ରଶାନ୍ତ ଜଗଦ୍ଦେବ OPA Feb 29, 2024 0 ଘଟିଲା ସମସ୍ତ କଳ୍ପନାଜଳ୍ପନାର ଅନ୍ତ। ଶେଷରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଛନ୍ତି। ଗୁରୁବାର ଅପରାହ୍ନରେ ଭୁବନେଶ୍ବର ଦଳୀୟ କାର୍ଯ୍ୟାଳୟରେ ସମର୍ଥକଙ୍କ ସହ ଆସି ଦଳରେ ଯୋଗଦାନ… Read More...
Bignews ଦୀପିକା ପାଦୁକୋନ ଓ ରଣବୀର ସିଂଙ୍କ ଘରକୁ ଆସିବ ନୂଆ ଅତିଥି OPA Feb 29, 2024 0 ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ରଣବୀର ସିଂ ଖୁବ୍ ଶୀଘ୍ର ବାପା-ମାଆ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଦମ୍ପତି ନିଜ ପ୍ରଂଶସକଙ୍କୁ ଏହି ଖୁସି ଖବର ଦେଇଛନ୍ତି। ସେପ୍ଟେମ୍ବର ୨୦୨୪ରେ ଦୀପିକାଙ୍କ… Read More...
Bignews ୧୩୩ଟି ନୂତନ ପ୍ରାଣୀ ସେବା ଯାନର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ OPA Feb 29, 2024 0 ୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି । କଳିଙ୍ଗ ଷ୍ଟାଡିୟମରେ ମତ୍ସ୍ୟ… Read More...
Bignews ମଦର ଟେରେସାଙ୍କ ପ୍ରତିମୂର୍ତ୍ତିର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ OPA Feb 28, 2024 0 ଭୁବନେଶ୍ୱର ସତ୍ୟନଗର ଛକରେ ମଦର ଟେରେସାଙ୍କ ପ୍ରତିମୂର୍ତ୍ତିର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ସତ୍ୟନଗର ଚର୍ଚ୍ଚର ଫାଦର ଏବଂ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଲୋକାର୍ପିତ… Read More...
Bignews ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ OPA Feb 28, 2024 0 ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ । ବୁଧବାର ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବଦଳିଛନ୍ତି ବାଲେଶ୍ୱର, ମୟୂରଭଞ୍ଜ… Read More...
Bignews ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ ଗେଟ୍ସ OPA Feb 28, 2024 0 ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ ଗେଟ୍ସ । ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିଛନ୍ତି ବିଲ ଗେଟ୍ସ । ଏହା ପୂର୍ବରୁ କୃଷି ଭବନରେ କୃଷୀ ସମୀକ୍ଷା କେନ୍ଦ୍ର ପରିଦର୍ଶନ କରିବା ସହ କୃଷି… Read More...
Bignews କୃଷି ଭବନ ପରିଦର୍ଶନ କଲେ ବିଲ୍ ଗେଟ୍ସ OPA Feb 28, 2024 0 ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ସହ ଅଧ୍ୟକ୍ଷ ବିଲ୍ ଗେଟ୍ସ ଆଜି କୃଷି ଭବନ ପରିଦର୍ଶନ କରିଛନ୍ତି। ରାଜ୍ୟରେ କୃଷକଙ୍କ ଆୟ, ପୋଷଣ ନିରାପତ୍ତା ଏବଂ ଜଳବାୟୁ ସ୍ଥିରତାରେ ଉନ୍ନତି ଆଣିବା ଦିଗରେ… Read More...