ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର

ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର । ମଙ୍ଗଳ ଆଳତୀ ପରେ ପ୍ରଥମେ ଶ୍ରୀମନ୍ଦିରର ୪ ଦ୍ବାର ଖୋଲାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କ ଉପସ୍ଥିତିରେ ଖୋଲିଛି ଚାରିଦ୍ବାର । ପ୍ରଥମେ…
Read More...

କୁଏତରେ ଅଗ୍ନିକାଣ୍ଡ; ୪୦ ଭାରତୀୟଙ୍କ ସମେତ ୫୩ ଜଣଙ୍କର ମୃତ୍ୟୁ

ଦକ୍ଷିଣ କୁଏତର ଏକ କୋଠାରେ ଅଗ୍ନିକାଣ୍ଡ ଘଟଣାରେ ମୃ୍ତ୍ୟୁ ସଂଖ୍ୟା ବଢ଼ିଛି। ଏହି ଅଗ୍ନିକାଣ୍ଡରେ ୪୦ ଜଣ ଭାରତୀୟଙ୍କ ସମେତ ୫୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଭୟଙ୍କର ଅଗ୍ନିକାଣ୍ଡରେ କୋଠାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।…
Read More...

ମୋହନ ସରକାରଙ୍କ କ୍ୟାବିନେଟରେ କାହାକୁ ମିଳିଲା ସ୍ଥାନ ଆସନ୍ତୁ ଜାଣିବା

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ । ଶପଥ ନେବା ପରେ ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ମୋହନ ସରକାର । ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି ।…
Read More...

ବିଧାନସଭାର ଆଗାମୀ ବାଚସ୍ପତି ହେବେ ସୁରମା ପାଢୀ

ରଣପୁର ବିଧାୟିକା ସୁରମା ପାଢୀ ହେବେ ବିଧାନସଭାର ଆଗାମୀ ବାଚସ୍ପତି । ମୋହନ ସରକାରର ଶପଥ ଗ୍ରହଣ କାର୍ଯ୍ୟକ୍ରମ ଶେଷ ହେବା ପରେ ଏନେଇ ସୂଚନା ମିଳିଛି । ତେବେ ମୋହନ ମାଝୀଙ୍କ କ୍ୟାବିନେଟରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ…
Read More...

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ

ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି। ଏନେଇ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ନେଇଛନ୍ତି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ…
Read More...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ । ପ୍ରଶାନ୍ତଙ୍କୁ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ । ପୋଲିଂ ବୁଥ୍‌ରେ ଗଣ୍ଡଗୋଳ ମାମଲାରେ ଗିରଫ ହୋଇଥିଲେ । ପରେ…
Read More...

ବଦଳିଲା ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ନିଷ୍ପତ୍ତି

ବଦଳିଲା ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ନିଷ୍ପତ୍ତି । ନୂଆ ନିର୍ଦ୍ଦେଶନାମା ମୁତାବକ, ସରକାରୀ ଅଧିକାରୀଙ୍କୁ ଛୁଟି ମିଳିବ, ହେଲେ ଆବଶ୍ୟକ ସ୍ଥଳେ କିନ୍ତୁ ସେମାନଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ପଡିପାରେ । ଖାଲି ସେତିକି…
Read More...

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ଆନ୍ଧ୍ରରେ ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇ ଓଡିଶାରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦୀ । ବିମାନ ବନ୍ଦରରେ ପହଞ୍ଚିବା ପରେ କଡା ସୁରକ୍ଷା ବଳୟ ଭିତରେ…
Read More...

ଶପଥ ପାଠ ପୂର୍ବରୁ ନବୀନ ନିବାସ ଯାଇ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ

ଓଡିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବା ପରେ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଆଜି ଜନତା ମୈଦାନରେ ହେବାକୁ ଥିବା ଶପଥ…
Read More...

ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ

ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡୁ ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର…
Read More...