ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ମୃତ,୬ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ କତଡା ଗୁରୁଣ୍ଡୁ ଗୋପାଳ ହାଇସ୍କୁଲ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣା ଫଳରେ ଘଟଣା ସ୍ଥଳରେ ୪ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ଜଣ ଗୁରୁତର…
Read More...

ଆଜିଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ

ଗଞ୍ଜାମ: ଆଜିଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହେବ । ଆଜି ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ ।୫ଦିନ ଧରି ହେବାକୁ ଥିବା ଏହି ମହୋତ୍ସବରେ ରାଜ୍ୟ ତଥା ରାଜ୍ୟ ବାହାରର ପ୍ରତିଷ୍ଠିତ…
Read More...

ଆସନ୍ତାକାଲି ଯାଏଁ ଲକ୍ଷେ୍ନøରେ ବନ୍ଦ ରହିବ ଇଂଟରନେଟ ସେବା

ଲକ୍ଷେ୍ନø: ନାଗରିକତା ସଂଶୋଧନ ଆଇନକୁ ନେଇ ଲାଗିରହିଥିବା ହିଂସା କାରଣରୁ ଉତରପ୍ରଦେଶ ରାଜଧାନୀ ଲକ୍ଷେ୍ନøରେ ଆସନ୍ତାକାଲି ଅର୍ଥାତ୍ ୨୫ ତାରିଖ ପର୍ଯ୍ୟନ୍ତ ଇଂଟରନେଟ ସେବା ବନ୍ଦ ରହିବ ।ଏ ନେଇ ଜିଲ୍ଲା ମାଜିଷ୍ଟ୍ରେଟ…
Read More...

ଜାନୁୟାରୀ ୮ରେ ଏଆଇଡିଏସଓ ପକ୍ଷରୁ ସର୍ବଭାରତୀୟ ବନ୍ଦ ଡାକରା

ଭୁବନେଶ୍ୱର: ଆସନ୍ତା ଜାନୁୟାରୀ ୮ରେ ଅଲ ଇଣ୍ଡିଆ ଡେମୋକ୍ରାଟିକ୍ ଷ୍ଟୁଡେଂଟସ୍ ଅର୍ଗାନାଇଜେସନ୍(ଏଆଇଡିଏସଓ) ପକ୍ଷରୁ ସର୍ବଭାରତୀୟ ବନ୍ଦ ଡାକରା ଦିଆଯାଇଛି । ଶିକ୍ଷାର ଘରୋଇକରଣ, ଫି’ବୃଦ୍ଧି, ଜନସ୍ୱାର୍ଥ ବିରୋଧୀ ନାଗରିକତା…
Read More...

୨୭ରେ ଝାଡଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍

ରାଂଚି: ଆସନ୍ତା ୨୭ ତାରିଖରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ୍ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସେ ୨ୟ ଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ।ହେମନ୍ତ…
Read More...

ବଡ଼ଦିନ ପୂର୍ବରୁ ଶୁଭେଚ୍ଛା ଜଣାଇଲେ, ସାଣ୍ଟା ଟୋପି ପିନ୍ଧି କେକ୍ କାଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ବଡ଼ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୋମବାର ସ୍ଥାନୀୟ କ୍ୟାଥୋଲିକ୍ ଚର୍ଚ୍ଚରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରଥମେ ସମସ୍ତଙ୍କୁ ବଡ଼ଦିନ ଏବଂ…
Read More...

ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଉଦ୍ୟମରେ ତୁଟିଲା ମଙ୍ଗୁ ମଠ ବିବାଦ, ଶିଖ ପ୍ରତିନିଧି ଦଳଙ୍କ ରାଜ୍ୟ ସରକାରଙ୍କୁ…

ଭୁବନେଶ୍ୱର : ସଫଳ ହେଲା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଉଦ୍ୟମ । ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସାରେ ପୋତି ପକାଇଲେ ପଞ୍ଜାବର ଶିଖ ପ୍ରନିଧି ଦଳ । କେବେଳ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିନାହାନ୍ତି କି…
Read More...

ସ୍ୱାଭିମାନ ଅଞ୍ଚଳରେ କୃଷିମନ୍ତ୍ରୀ : ମାଣ୍ଡିଆ ମଣ୍ଡିର କଲେ ଉଦଘାଟନ

ମାଲକାନିଗିରି: ଜାତୀୟ କୃଷି ଦିବସ ଅବସରରେ ସୋମବାର ପ୍ରଥମ କରି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ଵାଭିମାନ ଅଞ୍ଚଳ ଗସ୍ତ କରିଛନ୍ତି କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ । ଭୁବନେଶ୍ବରରୁ ଏକ ସ୍ବତନ୍ତ୍ର ହେଲିକ୍ୟାପଟର ଯୋଗେ…
Read More...

ଚତୁର୍ଥ ଅଟଳ ସମ୍ମାନରେ ସମ୍ମାନୀତ ହେବେ ପ୍ରଶାନ୍ତ ସେନାପତି

ଭୁବନେଶ୍ୱର: ଡିସେମ୍ବର ୨୫ ତାରିଖରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଜନ୍ମଗ୍ରହଣ କରିଥିଲେ । କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ…
Read More...

ପ୍ରତିବର୍ଷ ଡିସେମ୍ବର ୩୧ ସୁଦ୍ଧା ପଦୋନ୍ନତି ପ୍ରକ୍ରିୟା ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଭୁବନେଶ୍ୱର: ଜିଲ୍ଲା, ବିଭାଗୀୟ ମୁଖ୍ୟ ଏବଂ ରାଜ୍ୟସ୍ତରୀୟ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ବିଭାଗରେ ପଦୋନ୍ନତି ଅପେକ୍ଷାରେ ଥିବା ଅଧିକାରୀ ଓ କର୍ମଚାରୀମାନଙ୍କ ପଦୋନ୍ନତି ପ୍ରକ୍ରିୟା ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ…
Read More...