Bignews ଓଡ଼ିଶାକୁ ୧୦୦ ବର୍ଷ ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ଦିନରାତି କାମ କରୁଛନ୍ତି: ପାଣ୍ଡିଆନ OPA May 14, 2024 0 ଭୁବନେଶ୍ୱର(ବ୍ୟୁରୋ):ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଉପକୂଳ ଓଡ଼ିଶାରେ ଧୂଆଁଧାର ପ୍ରଚାର କରି ବିରୋଧୀ ବିଜେପି ଦଳକୁ ଶାଣିତ ଆକ୍ରମଣ କରିଛନ୍ତି । ବିଜେପିର ମିଛ ଧରା ପକାଇଛନ୍ତି ।… Read More...