Bignews ବାରବାଟୀ-କଟକ ବିଧାନସଭାରେ କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିର୍ଦୋସ ବିଜୟୀ OPA Jun 4, 2024 0 ନିର୍ବାଚନ ଫଳାଫଳ ଘୋଷଣା କରି ନାହାନ୍ତି ନିର୍ବାଚନ କମିଶନ। କିନ୍ତୁ ବେସରକାରୀ ଭାବେ ରାଜ୍ୟର ଅନେକ ବିଧାନସଭା ଆସନର ଫଳାଫଳ ଜଣାପଡ଼ି ଗଲାଣି। ସୂଚନା ଅନୁସାରେ ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ବିଜୟୀ ହୋଇଛି ।… Read More...