Bignews କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ OPA May 4, 2024 0 ଟିକେଟ ଆଶାରେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ଯାଜପୁର ଜିଲ୍ଲା ବରୀ ଆସନରୁ ବିଜେପି ଟିକେଟ୍ ନ ଦେବାରୁ ଅସନ୍ତୁଷ୍ଟ ହୋଇ ସେ ଦଳରୁ ଇସ୍ତଫା ଦେଇଥିଲେ। ଏବେ କଂଗ୍ରେସରେ ଯୋଗ ଦେଇଛନ୍ତି ।… Read More...