Bignews ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ OPA May 13, 2024 0 ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ… Read More...