Bignews ପ୍ରଚଣ୍ଡ ଖରା କାରଣରୁ ଦିନ ୧୧ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାମ କରିବନି ଶ୍ରମିକ OPA Apr 6, 2024 0 ଖରାରେ କାମ କରିବେନି ଶ୍ରମିକ । ଶ୍ରମ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି । ଦିନ ୧୧ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାମ କରିବା ପାଇଁ ବାରଣ କରାଯାଇଛି । ଏପ୍ରିଲ ମାସରୁ ଜୁନ୍ ୧୫ ତାରିଖ ପର୍ଯ୍ୟନ୍ତ ଏହା… Read More...