Bignews ବିଜେପିରେ ମିଶିଲେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ OPA May 19, 2024 0 ବିଜେପିରେ ମିଶିଲେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ । ଆଜି ବିଜେଡି ଛାଡିଥିଲେ ସମୀର ଦାଶ । ଦଳର ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଦଳ ସଭାପତିଙ୍କୁ ଦେଇଥିଲେ ଇସ୍ତଫା ପତ୍ର । ପ୍ରାଥମିକ ସଦସ୍ୟ ପଦରୁ ଦେଇଥିଲେ ଇସ୍ତଫା ।… Read More...