Odisha ବିଶିଷ୍ଟ ଲେଖକ ରବୀନ୍ଦ୍ରନାଥ ଦାସଙ୍କ ପରଲୋକ OPA Apr 20, 2022 0 ବିଶିଷ୍ଟ ଲେଖକ ତଥା ଓଡ଼ିଶା ସାହିତ୍ୟ ଏକାଡେ଼ମୀର ପୂର୍ବତନ ସମ୍ପାଦକ ରବୀନ୍ଦ୍ରନାଥ ଦାସଙ୍କର ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।ସ୍ବର୍ଗତଃ ଦାସ ଓଡ଼ିଶାର… Read More...
Odisha ୨୯ ତାରିଖରୁ ମାଟ୍ରିକ ପରୀକ୍ଷା; ବୋର୍ଡ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି OPA Apr 19, 2022 0 ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷାର ସୁପରିଚାଳନା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରି ସୁବ୍ୟବସ୍ଥିତ କରିବା ପାଇଁ… Read More...
Bignews ବଢିଲା ଓମ୍ଫେଡ୍ କ୍ଷୀର ଦର OPA Apr 19, 2022 0 ରାଜ୍ୟରେ ବଢିବ ପ୍ୟାକେଟ କ୍ଷୀର ଦର। ଓମ୍ଫେଡ୍ କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି। ଏପ୍ରିଲ୍ ୨୧ ତାରିଖରୁ ଏହି ନୂଆ ଦର ଲାଗୁ ହେବ। ଶେଷ ଥର ପାଇଁ ୨୦୨୦ରେ ଓମ୍ଫେଡ୍ କ୍ଷୀର ଦର ଲିଟର… Read More...
Odisha ଯାଞ୍ଚ ହେବ ସ୍କୁଲ୍ ପିଲାଙ୍କୁ ନେଉଥିବା ଗାଡି OPA Apr 18, 2022 0 ସ୍କୁଲ୍ ପିଲାଙ୍କୁ ନେଉଥିବା ବସ୍ ଓ ଅନ୍ୟାନ୍ୟ ଲାଇଟ୍ ଭେଇକିଲ୍ ଯାଞ୍ଚ ହେବ। ଯାଞ୍ଚ ନେଇ ସବୁ ଆଞ୍ଚଳିକ ପରିବହନ ଅଫିସ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (STA)ର ଚିଠି ଲେଖିଛନ୍ତି। ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ… Read More...
Odisha ଉଚ୍ଚ ଶିକ୍ଷାନୁଷ୍ଠାନରେ କମିଲା ଖରାଛୁଟି OPA Apr 18, 2022 0 ଉଚ୍ଚ ଶିକ୍ଷାନୁଷ୍ଠାନରେ କମିଲା ଖରାଛୁଟି । ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କମିଲା ଖରାଛୁଟି । ଜୁନ୍ ୧ରୁ ଜୁନ୍ ୧୬ ଯାଏଁ ଖରାଛୁଟି ପାଇଁ ନିଷ୍ପତ୍ତି । ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି… Read More...
Odisha ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର OPA Apr 18, 2022 0 ଓଡିଶା ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି । ଆରପାରିକୁ ଚାଲିଯାଇଛନ୍ତି ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର । ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ଶେଷ ହୋଇଛି ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ।ବଡପୁଅ ମହାଦୀପ କର… Read More...
Odisha ପୂର୍ବତନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ OPA Apr 18, 2022 0 ଆୟ ବହୁର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ସିଗ୍ନାଲ ବିଭାଗର ପୂର୍ବତନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି । ନିର୍ଦ୍ଧାରିତ ସମୟରେ ତଦନ୍ତକାରୀ ସଂସ୍ଥା… Read More...
Bignews ରାଜ୍ୟରେ ପୁଣି ବଢ଼ିଲା ଯାତ୍ରୀବାହୀ ବସ୍ ଭଡ଼ା OPA Apr 18, 2022 0 ରାଜ୍ୟରେ ପୁଣି ବଢ଼ିଲା ଯାତ୍ରୀବାହୀ ବସ୍ ଭଡ଼ା। ଅଟୋମେଟିକ ମେକାନିଜିମ ଆଧାରରେ ବଢ଼ିଲା ବସ୍ ଭଡ଼ା ବଢ଼ିଛି। ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପିଛା ୨ ପଇସା ବୃଦ୍ଧି ପାଇଛି। ବସ୍ ଭଡ଼ା ବୃଦ୍ଧି ନେଇ ରାଜ୍ୟ… Read More...
Odisha ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ OPA Apr 18, 2022 0 ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ଦୁଇ… Read More...
Odisha ୨୦ ଯାଏ ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା OPA Apr 17, 2022 0 କେଉଁଠି ତାତି ତ କେଉଁଠି ବର୍ଷା। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଖରାରେ ସିଝୁଛି ଅଧା ଓଡ଼ିଶା । ୧୫ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଉପରେ ରହିଛି । ସବୁଠୁ ଉତ୍ତପ୍ତ ସହର ପାଲଟିଛି ସୋନପୁର । ସେଠାରେ… Read More...
Bignews ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ; ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ OPA Apr 17, 2022 0 ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ… Read More...
Odisha କନ୍ଧମାଳରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ.ସୁବାସ ସରକାର OPA Apr 17, 2022 0 କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ.ସୁବାସ ସରକାର ଦିନିକିଆ କନ୍ଧମାଳ ଗସ୍ତରେ ଆସିଛନ୍ତି । କେନ୍ଦ୍ରମନ୍ତ୍ରୀ ସରକାର ପଶ୍ଚିମବଙ୍ଗ ରୁ ଟ୍ରେନ ଯୋଗେ ଭୁବନେଶ୍ୱର ଆସି ସେଠାରୁ କାର ଯୋଗେ ସିଧାସଳଖ କନ୍ଧମାଳ ଜିଲା ଗସ୍ତରେ ଆସି ଦିନ… Read More...
Bignews ଡିଏନ ୱିଶଡମ ଟ୍ରି ଗ୍ଲୋବାଲ ସ୍କୁଲ୍ ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ OPA Apr 16, 2022 0 ଡିଏନ ୱିଶଡମ ଟ୍ରି ଗ୍ଲୋବାଲ ସ୍କୁଲ୍ ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଚନ୍ଦକା ସ୍ଥିତ ସୁନ୍ଦରପୁରଠାରେ ସ୍କୁଲର ନୂଆ କ୍ୟାମ୍ପସର ଉଦଘାଟନ ସହ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିଛନ୍ତି… Read More...
Bignews ଏଣିକି ୧୦୦% ସିଲାବସ୍ରେ ହେବ ପାଠପଢ଼ା OPA Apr 16, 2022 0 ଏଣିକି ୧୦୦% ସିଲାବସ୍ରେ ହେବ ପାଠପଢ଼ା। ମେ' ପହିଲାରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା… Read More...