Odisha ଗୋପବନ୍ଧୁଙ୍କ ଜନ୍ମସ୍ଥାନରେ 5T ସଚିବ ଭି.କେ ପାଣ୍ଡିଆନ OPA Apr 16, 2022 0 ଆଜି ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଗୋପବନ୍ଧୁଙ୍କ ଜନ୍ମସ୍ଥାନ ବୁଲି ଦେଖିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ସୁଆଣ୍ଡୋରେ ବରିଷ୍ଠ ଅଧିକାରୀଙ୍କ ସହ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଉତ୍କଳମଣିଙ୍କ ଜନ୍ମପୀଠର… Read More...
Bignews ଏଥର ସ୍କୁଲ ପିଲାଙ୍କୁ ମିଳିବ ମାତ୍ର ୧୦ ଦିନର ଖରା ଛୁଟି OPA Apr 16, 2022 0 ଏଥର ସ୍କୁଲ ପିଲାଙ୍କୁ ମିଳିବ ମାତ୍ର ୧୦ ଦିନର ଖରା ଛୁଟି । ଜୁନ୍ ୬ ତାରିଖରୁ ଜୁନ୍ ୧୬ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମକାଳୀନ ଛୁଟି ପ୍ରଦାନ କରାଯିବ । କରେନା ମହାମାରୀ ଯୋଗୁ ଦୁଇ ବର୍ଷ ପାଠପଢାରେ ହୋଇଥିବା ବ୍ୟାଘାତକୁ ଦୂର… Read More...
Odisha ଦୀର୍ଘ ୨ ବର୍ଷ ପରେ ଖୋଲିବ ଅଭିଯୋଗ ପ୍ରକୋଷ୍ଠ OPA Apr 15, 2022 0 ଦୁଇ ବର୍ଷ ପରେ ପୁଣି ଥରେ ଖୋଲିବ ଅଭିଯୋଗ ପ୍ରକୋଷ୍ଠ । ଆସନ୍ତା ୧୮ ତାରିଖରୁ ସବୁ ସରକାରୀ କାର୍ଯ୍ୟାଳୟରେ ହେବ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି । ପୂର୍ବ ପରି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗର ଶୁଣାଣି କରାଯିବ । ଏନେଇ… Read More...
Odisha ବଢିଲା ଓଜେଇଇ-୨୦୨୨ ଆବେଦନ ଅବଧି OPA Apr 15, 2022 0 ଏପ୍ରିଲ ୩୦ ଯାଏ ବଢିଲା ଓଜେଇଇ-୨୦୨୨ ଆବେଦନ ଅବଧି। ଇଞ୍ଜିନିୟରିଂ ନାମଲେଖା ପାଇଁ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ପକ୍ଷରୁ ଆବେଦନ ଅବଧିକୁ ଆସନ୍ତା ୩୦ ତାରିଖ ଯାଏ ବୃଦ୍ଧି କରାଯାଇଛି । ପୂର୍ବରୁ ଶେଷ ତାରିଖ ଏପ୍ରିଲ ୧୩… Read More...
Odisha ସ୍ୱାଭିମାନ ଅଞ୍ଚଳ ବୁଲିଲେ ମୁଖ୍ୟ ଶାସନ ସଚିବ OPA Apr 15, 2022 0 ସ୍ୱାଭିମାନ ଅଞ୍ଚଳ ବୁଲିଲେ ମୁଖ୍ୟ ଶାସନ ସଚିବ । ତେବେ ରାଜ୍ୟର ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ସ୍ୱାଭିମାନ ଅଞ୍ଚଳ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଅତିରିକ୍ତ… Read More...
Odisha ଦଶପଲ୍ଲାରେ ଭୂକମ୍ପ ଝଟକା OPA Apr 15, 2022 0 ନୟାଗଡ଼ ଜିଲ୍ଲା ଦଶପଲ୍ଲା ଏବଂ ଆଖପାଖ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୧୧ଟାରୁ ୧୧ଟା ୫ ମିନିଟ ମଧ୍ୟରେ ୬ ସେକେଣ୍ଟ ଲେଖାଏ ୨ ଥର ଭୂକମ୍ପ ଝଟକା ଲାଗିଥିବା ସ୍ଥାନୀୟ ଲୋକେ ପ୍ରକାଶ… Read More...
Bignews କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନ କଲେ 5T ସଚିବ ଭି କେ ପାଣ୍ଡିଆନ; ଖୁବ ଶୀଘ୍ର ହେବ ମାଷ୍ଟର ପ୍ଲାନ ପ୍ରସ୍ତୁତ OPA Apr 14, 2022 0 ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ… Read More...
Odisha ମାଲକାନଗିରି ଗସ୍ତରେ ମୁଖ୍ୟ ଶାସନ ସଚିବ OPA Apr 14, 2022 0 ଗୁରୁବାର ମାଲକାନଗିରି ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ମାଲକାନଗିରି ଜିଲ୍ଲାରେ ପହଂଚିବା ପରେ ଡିଆରଡିଏ ସଭାଗୃହରେ ବରିଷ୍ଠ ଅଧିକାରୀ ଓ କର୍ମଚାରୀ… Read More...
Odisha ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର; ଦୁବାଇରୁ ଓଡ଼ିଶା ଫେରିଲା ମୃତ ଶରୀର OPA Apr 13, 2022 0 ଅସମୟର ସାଥି ହୋଇ ଛିଡା ହୋଇଛି ଓଡିଶା ମୋ ପରିବାର। ବିଦେଶରୁ ମୃତ ଶରୀର ଆଣି ଘରେ ପହଞ୍ଚାଇବା ପରେ ସ୍ଥାନୀୟ ଅଞ୍ଚଳରେ ଭୁୟସୀ ପ୍ରଶଂସା କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲା କପାଳେଶ୍ଵର ଅନ୍ତର୍ଗତ ଗରାପୁର ଅଞ୍ଚଳର… Read More...
Bignews ଓଡିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ଅଧ୍ୟକ୍ଷ ହେଲେ ପୂର୍ବତନ ପୋଲିସ ଡିଜି ଅଭୟ OPA Apr 13, 2022 0 ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନର-OSSCର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ପୂର୍ବତନ ପୋଲିସ ଡିଜି ଅଭୟ । ଦାୟିତ୍ୱ ଗ୍ରହଣଠୁ ୫ ବର୍ଷ କିମ୍ବା ତାଙ୍କୁ ୬୨ ବର୍ଷ ବୟସ ହେବା ପର୍ଯ୍ୟନ୍ତ ସେ ଦାୟିତ୍ୱରେ ରହିବେ। ନିଯୁକ୍ତି… Read More...
Odisha ଚଳିତ ବର୍ଷ ସରିବ ବରମୁଣ୍ଡା ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟ OPA Apr 13, 2022 0 ବରମୁଣ୍ଡା ବସଷ୍ଟାଣ୍ଡର ନୂଆ ରୂପରେଖ ଏଇବର୍ଷ ଦେଖିବେ ରାଜ୍ୟବାସୀ । ଚଳିତବର୍ଷ ଶେଷ ହେବ ବରମୁଣ୍ଡା ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟ । ପୂର୍ବ ଭାରତର ପ୍ରମୁଖ ବସଷ୍ଟାଣ୍ଡ ହେବାକୁ ଯାଉଛି ବରମୁଣ୍ଡା । ସୂଚନା ମୁତାବକ ଏହାର… Read More...
Bignews ବଦଳିବ ସ୍କୁଲ ସମୟ OPA Apr 13, 2022 0 ଏପ୍ରିଲ ବଦଳରେ ମେ' ମାସଠାରୁ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଗ୍ରୀଷ୍ମ ଛୁଟି ମଧ୍ୟ ହ୍ରାସ କରାଯିବ । ପ୍ରତିବର୍ଷ ମେ' ୬ରୁ ଜୁନ୍ ୧୭ ପର୍ଯ୍ୟନ୍ତ ସ୍କୁଲଗୁଡିକରେ ଗ୍ରୀଷ୍ମ ଛୁଟି ହେଉଥିଲା ।… Read More...
Odisha ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା ! OPA Apr 13, 2022 0 ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା ଥିବା ନେଇ ସୂଚନା ମିଳିଛି। ଏହାପରେ ଟ୍ରେନ୍କୁ ଅଟକାଇ ବମ ସ୍କ୍ବାର୍ଡ ବୁଧବାର ଯାଞ୍ଚ ଆରମ୍ଭ କରିଛି ।ମଙ୍ଗଳବାର ଭୁବନେଶ୍ୱରରୁ କୋଣାର୍କ ଏକ୍ସପ୍ରେସ୍ ଛାଡ଼ିଥିଲା।… Read More...
Odisha ପଳାଶୁଣିରେ ନିର୍ମାଣ ହେବ ଫୁଟ୍ ଓଭରବ୍ରିଜ୍ OPA Apr 12, 2022 0 ରାଜଧାନୀର ଅନ୍ୟତମ ଜନବହୁଳ ଅଞ୍ଚଳ ପଳାଶୁଣିରେ ୧୬ ନମ୍ବର ଜାତୀୟ ରାଜପଥ ଉଫରେ ଫୁଟ୍ ଓଭରବ୍ରିଜ୍ ନିର୍ମାଣ ହେବ। ଭୁବନେଶ୍ୱରର ସାଂସଦ ଅପରାଜିତା ଷଡଙ୍ଗୀ ଏଥିପାଇଁ ଜାଗା ପରିଦର୍ଶନ କରିଛନ୍ତି । ଏହାସହିତ ସାଂସଦ ଶ୍ରୀମତୀ… Read More...