Browsing Tag

odisha news

ସୂଚନା ଓ ଲୋକସମ୍ପର୍କ ବିଭାଗ ହ୍ୱାଟ୍ସଆପ୍ ଗ୍ରୁପରୁ ବିଦା ହେଲେ ନିରଞ୍ଜନ ସେଠୀ

ସୂଚନା ଓ ଲୋକସମ୍ପର୍କ ବିଭାଗ ହ୍ୱାଟ୍ସଆପ୍ ଗ୍ରୁପରୁ ବିଦା ହେଲେ ନିରଞ୍ଜନ ସେଠୀ । ମାନସ ମୃତ୍ୟୁ ମାମଲାରେ ଗିରଫ ହୋଇଛନ୍ତି ପୂର୍ବତନ ଓଆଇଏସ୍ ନିରଞ୍ଜନ ସେଠୀ । ଗିରଫର ଏତେ ଦିନ ପରେ ବି କାହିଁକି ତାଙ୍କୁ ଗ୍ରୁପରେ…
Read More...

ବହୁଚର୍ଚ୍ଚିତ ସୁମିତ-ତପସ୍ୱିନୀ ବିବାଦ; ୩୧ରେ ହେବ ଚୂଡାନ୍ତ ଶୁଣାଣି

ବହୁଚର୍ଚ୍ଚିତ ବ୍ରହ୍ମପୁରର ଡାକ୍ତର ସୁମିତ ସାହୁ ଓ ପତ୍ନୀ ତପସ୍ୱିନୀ ବିବାଦରେ ଅବସାନ ଘଟିବାକୁ ଯାଉଛି। ନିମ୍ନ ଅଦାଲତଙ୍କ ରାୟଙ୍କୁ ଚ୍ୟାଲେଞ୍ଜ କରି ଡାକ୍ତର ସୁମିତଙ୍କ ପକ୍ଷରୁ ଦାୟର ରିଭ୍ୟୁପିଟିସନର ଚୂଡାନ୍ତ ଶୁଣାଣି…
Read More...

ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ

ଗୃହକୁ ୪ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି। ଆଜି କିଛି ସମୟର ପ୍ରଶ୍ନ ଉତ୍ତର ପରେ ଆଉ ଚାଲିପାରିଲାନି ବିଧାନସଭା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ମୁଖ୍ୟମନ୍ତ୍ରୀଙ୍କୁ ସରକାରୀ ଅଧିକାରୀମାନଙ୍କ ଅଭିନନ୍ଦନ ନେଇ ଗୃହ…
Read More...

ପାରା ଅଲିମ୍ପିକ ବିଜେତା ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କଲେ ରାଷ୍ଟ୍ରପତି

ଟୋକିଓ ପାରା ଅଲିମ୍ପିକ ବିଜେତା ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନିତ ମିଳିଛି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଓଡ଼ିଶାର ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।…
Read More...

ସପ୍ତମ ବେତନ କମିଶନର ଶେଷ ୨୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା…
Read More...

ଚିଲିକା ବିଧାୟକଙ୍କୁ ମାଡ଼ ମାରିବା ଘଟଣା; ୯ଜଣଙ୍କୁ ଗିରଫ କଲା ପୋଲିସ

ଚିଲିକା ବିଧାୟକଙ୍କୁ ମାଡ଼ ମାରିବା ଘଟଣାରେ ଏବେ ଗିରଫ ହୋଇଛନ୍ତି ସ୍ଥାନୀୟ ଲୋକମାନେ, ଯେଉଁମାନେ ଉତ୍ୟକ୍ତ ହୋଇ ବିଧାୟକଙ୍କୁ ମାଡ଼ ମାରିଥିଲେ ।ଭେଟେଶ୍ୱର ଓ ବାଆଁଳୋଇ ଗାଁର ୯ଜଣଙ୍କୁ ଗିରଫ କରିଛି ପୋଲିସ୍ । ଗତ ୧୨…
Read More...

ଭାରତ ବନ୍ଦ ପାଇଁ ଘୁଞ୍ଚିଲା ପିଲାଙ୍କ ପରୀକ୍ଷା

ରାଜ୍ୟରେ ଆଜି ଓ ଆସନ୍ତା କାଲି ଟ୍ରେଡ୍ ୟୁନିଅନ୍ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ଯାହାକୁ ନେଇ ପୁରା ଦେଶରେ ବସ୍ ଚଳାଚଳ ସହ ଅନ୍ୟାନ୍ୟ ଗମନାଗମନ ସୁବିଧା ବାଧାପ୍ରାପ୍ତ ହୋଇଛି। ସ୍କୁଲ କଲେଜ ମଧ୍ୟ ବନ୍ଦ ରହିଛି ।…
Read More...

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା; ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଗିରଫ

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ । ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ମିଳିତ ଉଦ୍ୟମରେ ଶର୍ମିଷ୍ଠାଙ୍କୁ ଗିରଫ କରାଯାଇଛି । ଭଦ୍ରକର ନାଳଙ୍ଗ…
Read More...

ରାଜଧାନୀ ଭୁବନେଶ୍ୱରରେ ପୌର ହିଂସା

ରାଜଧାନୀ ଭୁବନେଶ୍ୱରରେ ଘଟି ଯାଇଛି ହିଂସାକାଣ୍ଡ । ଗତକାଲି ପୌର ନିର୍ବାଚନୀ ଫଳାଫଳ ପ୍ରକାଶ ପାଇଥିବା ବେଳେ ଆଜି ଘଟିଯାଇଛି ହିଂସାକାଣ୍ଡ । ରାଜଧାନୀ ଉପକଣ୍ଠରେ ରହିଥିବା ଜିଜିପି କଲୋନୀରେ ଏଭଳି ଏକ ଅପ୍ରୀତିକର ପରସ୍ଥିତିର…
Read More...

ପିଲାଙ୍କୁ ଫୁଲ୍ ମାର୍କ ଦେଲା ସିବିଏସଇ

ଦଶମ ଟର୍ମ-୧ ଓଡ଼ିଆ ପ୍ରଶ୍ନପତ୍ରରେ ତ୍ରୁଟିଯୁକ୍ତ ପ୍ରଶ୍ନ ପ୍ରସଙ୍ଗରେ ଆସିଛି ବଡ଼ ଅପଡେଟ । ଉତ୍ତର ଦେବାକୁ ଚେଷ୍ଟା କରିଥିବା ପିଲାଙ୍କୁ ମିଳିଲା ଫୁଲ୍ ମାର୍କ । ଭୁଲ୍ ପ୍ରଶ୍ନ ସତ୍ୱେ ଯିଏ ଉତ୍ତର ଦେବାକୁ ଚେଷ୍ଟା କରିଥିଲେ,…
Read More...

ମାନସ ସ୍ବାଇଁ ହତ୍ୟା ଘଟଣା; ଦୟାଲ ଆଶ୍ରମକୁ ସିଲ କଲା କ୍ରାଇମବ୍ରାଞ୍ଚ

ବହୁ ଚର୍ଚ୍ଚିତ ମାନସ ସ୍ବାଇଁ ହତ୍ୟା ଘଟଣାରେ ରବିବାର ଦୟାଲ ଆଶ୍ରମକୁ କ୍ରାଇମବ୍ରାଞ୍ଚ ଟିମ୍ ସିଲ କରିଛି। ଏଥିସହିତ ଆଶ୍ରମ ଘର ଭିତରୁ କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର କ୍ରାଇମବ୍ରାଞ୍ଚ ସିଲ କରିଥିବା ଜଣାପଡିଛି।…
Read More...

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠଙ୍କ ପରଲୋକ ହୋଇଯାଇଛି। ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ଆଜି ସକାଳେ ରିପୁନାଥ ଛାତିରେ ଯନ୍ତ୍ରଣା…
Read More...

ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ

ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ସେଠ୍‌ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ଏବଂ…
Read More...

ରାଜ୍ୟ ସରକାରୀ ସେବା ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ

ବରିଷ୍ଠ ଆଇଏଏସ୍, ଆଇପିଏସ୍ ଅଧିକାରୀ ଏବଂ ଅନେକ ସେବା ସଙ୍ଗଠନର ସଦସ୍ୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ନିକଟରେ ଅନୁଷ୍ଠିତ ପଞ୍ଚାୟତ ଏବଂ ସହରୀ ସ୍ଥାନୀୟ ବଡି ନିର୍ବାଚନରେ ​​ଚମତ୍କାର ସଫଳତା ପାଇଁ…
Read More...