Odisha ଜଗଦେବ ବିଜେଡିରେ ନାହାନ୍ତି, ଦୃଢ କାର୍ଯ୍ୟାନୁଷ୍ଠାନ ନିଶ୍ଚିତ: ବିଜେଡି OPA Mar 13, 2022 0 ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଏବେ ଦଳରେ ନାହାନ୍ତି ଏବଂ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗତକାଲି ଠାରୁ ବିଜେଡି ଦାବି କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର… Read More...
Odisha ଚଳନ୍ତା କାର୍ରେ ଲାଗିଲା ନିଆଁ; ଅଳ୍ପକେ ବର୍ତ୍ତିଲେ ୪ ଯାତ୍ରୀ OPA Mar 13, 2022 0 ଚଳନ୍ତା କାର୍ରେ ନିଆଁ ଲାଗିଛି । କାର୍ରେ ଥିବା ୨ ମହିଳା ସମେତ ୪ ଯାତ୍ରୀ ଅଳ୍ପକେ ବର୍ତ୍ତିଛନ୍ତି । ସର୍ଟ ସର୍କିଟରୁ ହଠାତ୍ କାର୍ରେ ନିଆଁ ଲାଗିଥିବା ସୂଚନା ମିଳିଛି ।ସୂଚନା ଅନୁସାରେ,ମୟୁରଭଞ୍ଜ ଜିଲ୍ଲା ୧୮ ନଂ… Read More...
Odisha ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ OPA Mar 12, 2022 0 ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହେବେ। ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯାଇଥିବା ନେଇ ଶନିବାର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଅପରପକ୍ଷେ… Read More...
Odisha ଏଥର ରବିବାର ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ OPA Mar 12, 2022 0 କରୋନା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ପାଇଁ ଲାଗିଥିବା ରବିବାର କଟକଣାକୁ ହଟାଇ ଦିଆଯାଇଛି । ଚଳିତ ମାସ ଅର୍ଥାତ ମାର୍ଚ୍ଚ ୨୦ ତାରିଖ ଠାରୁ ରବିବାର ବି ଖୋଲା ରହିବ ଶ୍ରୀମନ୍ଦିର । ଆଜି ବସିଥିବା ଛତିଶା ନିଯୋଗ ବୈଠକ ପରେ… Read More...
Odisha ବିଜେଡି ପ୍ରାର୍ଥୀଙ୍କ ଉପରେ ବିଜେପିର ନୃଶଂସ ଆକ୍ରମଣ ନିନ୍ଦନୀୟ: ବିଜେଡି OPA Mar 12, 2022 0 ଭୁବନେଶ୍ୱର: ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀଙ୍କ ଉପରେ ବିଜେପି ନେତା ଓ କର୍ମୀ ଙ୍କ ଦ୍ୱାରା ହୋଇଥିବା ନୃଶଂସ ଆକ୍ରମଣକୁ ବିଜେଡି ଦୃଢ ଭାବେ ନିନ୍ଦା କରୁଥିବା କହିଛନ୍ତି ବିଜେଡି ମୁଖପାତ୍ର ସୁଶ୍ରୀ ଇପ୍ସିତା ସାହୁ । ଆଜି… Read More...
Odisha ଲୋକ ଓ ପୋଲିସ କର୍ମୀଙ୍କ ଉପରେ ଚିଲିକା ବିଧାୟକ ଗାଡ଼ି ଚଢ଼ାଇବା ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର… OPA Mar 12, 2022 0 ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ନିର୍ବାଚିତ ପ୍ରତିନିଧି ପ୍ରଶାନ୍ତ ଜଗଦ୍ଦେବ ନୀରିହ ଜନତା ଓ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରୋଶମୂଳକ ଭାବେ… Read More...
Odisha ଆଇସିୟୁରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ OPA Mar 12, 2022 0 ଲୋକଙ୍କ ମାଡ଼ରେ ଲହୁଲୁହାଣ ହୋଇଥିବା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ପ୍ରଶାନ୍ତ ଏକ ଘରୋଇରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକଙ୍କ ମାଡ଼ରେ ପ୍ରଶାସନଙ୍କ… Read More...
Odisha ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ: ସସ୍ମିତ OPA Mar 12, 2022 0 ବିଜୁ ଜନତା ଦଳ ପକ୍ଷରୁ ଆଜି ବାଣପୁରରେ ଚିଲିକା ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବ ଘଟାଇଥିବା ବର୍ବର କାର୍ଯ୍ୟକୁ ବିଜେଡି ଦୃଢ ଭାବେ ନିନ୍ଦା କରୁଥିବା କହିଛନ୍ତି ଦଳୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।ଆଜି ଏଠାରେ ଡକ୍ଟର… Read More...
Odisha ଜଳିବ ଓଡିଶା OPA Mar 12, 2022 0 ରାଜ୍ୟରେ ବଢୁଛି ତାତି । ରାଜ୍ୟରେ ଗତକାଲି ୩୭ଡିଗ୍ରି ଉପରେ ୬ଟି ସହର ଥିଲା । ଆସନ୍ତା ୧୪ରୁ ରାଜ୍ୟରେ ଆହୁରି ବଢିବ ତାତି । ଆଭ୍ୟନ୍ତରୀଣ ଓଡିଶାରେ ତାତି ୪୦ଡିଗ୍ରି ଛୁଇଁବ । ପାଣିପାଗବିତ୍ ଏଭଳି ପୂର୍ବାନୁମାନ କରିଛନ୍ତି ।… Read More...
Odisha ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ OPA Mar 12, 2022 0 ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର । ହସ୍ପିଟାଲରେ ଭର୍ତ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଅଭାବନୀୟ ଘଟଣା । ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର… Read More...
Odisha ଏଥର ସତ୍ୟପାଠ କରିବେ ଢିଙ୍କିଆବାସୀ OPA Mar 11, 2022 0 ହାଇକୋର୍ଟ କମିଟିଙ୍କ ଢିଙ୍କିଆ ଜନଶୁଣାଣି ବେଳେ ଗଣ୍ଡଗୋଳ ମାମଲା । ସତ୍ୟପାଠ ଜରିଆରେ ଅଭିଯୋଗ ଦାଖଲ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । ଯେଉଁ ଲୋକ କମିଟି ସାମ୍ନାକୁ ଆସିପାରିନାହାନ୍ତି, ସେମାନେ ସତ୍ୟପାଠରେ ଜଣାଇପାରିବେ… Read More...
Odisha ଦଳମତରୁ ଉପରକୁ ଉଠି କାମ କଲେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା: ନବୀନ ପଟ୍ଟନାୟକ OPA Mar 11, 2022 0 ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ… Read More...
National ଏପ୍ରିଲ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା ଆରମ୍ଭ OPA Mar 11, 2022 0 କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପକ୍ଷରୁ ଟର୍ମ-୨ ବୋର୍ଡ ପରୀକ୍ଷାସୂଚୀ ପ୍ରକାଶ ପାଇଛି । ଉଭୟ ୧୦ମ ଓ ୧୨ଶ ଶ୍ରେଣୀର ଟର୍ମ-୨ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହେବ । ତେବେ ୧୦ମ ବୋର୍ଡ ପରୀକ୍ଷା ମେ ୨୪ ଓ ୧୨ଶ… Read More...
Odisha ଏଥର ଅଫଲାଇନରେ ହେବ ମ୍ୟାଟ୍ରିକ ପରୀକ୍ଷା OPA Mar 11, 2022 0 ଦଶମ ଶ୍ରେଣୀ ପିଲାଙ୍କ ପାଇଁ ବଡ ଖବର। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଜ୍ୟର ସମସ୍ତ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି । ଚଳିତ ବର୍ଷ ଅଫଲାଇନ୍ ପରୀକ୍ଷା ହେବା ସହ ତିନୋଟି ପଦ୍ଧତିରେ ମୂଲ୍ୟ… Read More...