Bignews କଂଗ୍ରେସ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ ଦାସ OPA Apr 5, 2024 0 କଂଗ୍ରେସ ଛାଡିଲେ ପିସିସି ଉପ ସଭାପତି ବିଶ୍ୱ ଭୂଷଣ ଦାସ। ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ ବିଶ୍ୱ ଭୂଷଣ କେଉଁ କାରଣ ପାଇଁ ଦଳ ଛାଡ଼ିଲେ ସେନେଇ ସ୍ପଷ୍ଟ ହୋଇନାହିଁ।… Read More...