Bignews ଇଲେକ୍ଟୋରାଲ୍ ବଣ୍ଡ ମାମଲାରେ ଆସନ୍ତାକାଲି ସୁଦ୍ଧା ସମସ୍ତ ତଥ୍ୟ ଦେବାକୁ SBIକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ OPA Mar 11, 2024 0 ଇଲେକ୍ଟୋରାଲ୍ ବଣ୍ଡ ମାମଲାରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ମାମଲାରେ କଡା ଅଭିମୁଖ୍ୟ ଗ୍ରହଣ କରିଛନ୍ତି ସର୍ବୋଚ୍ଚ ଅଦାଲତ। ଆସନ୍ତାକାଲି ସୁଦ୍ଧା ନିର୍ବାଚନ ବଣ୍ଡର ତଥ୍ୟ ଦେବାକୁ ଏସବିଆଇକୁ ନିର୍ଦ୍ଦେଶ… Read More...