Bignews ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି; ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ OPA Jun 17, 2024 0 ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ କେନ୍ଦ୍ର… Read More...